• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 22nd February 2025: କେମିତି କଟିବ ଆପଣଙ୍କ ଦିନ ? ଜାଣନ୍ତୁ ଆଜିର ରାଶିଫଳ...

କୁମ୍ଭ ମାସ ଫାଲ୍‌ଗୁନ କୃଷ୍ଣପକ୍ଷ । ଇଂରାଜୀରେ ୨୨ ତାରିଖ ଶନିବାର । ଚନ୍ଦ୍ର- ବିଛା ସନ୍ଧ୍ୟା ୦୫.୪୦ ଗତେ ଧନୁ । ତିଥି- ୯ମୀ ଦିବା ୦୧.୧୯ ଗତେ ୧୦ମୀ ।

Aquarius

କୁମ୍ଭ

Saturday 22 Feb 2025

ଧନିଷ୍ଠା – ଜୀବନ ଶୈଳୀରେ ସାବଧାନତା ଅବଲମ୍ବନ କଲେ ସବୁ ପୁରୁଣା ରୋଗରୁ ମୁକ୍ତି ମିଳିବ । ପରିବାରରେ ହସଖୁ୍ସିର ବାତାବରଣ ଖେଳିଯିବ । ଆଜି ଯେଉଁ କାମ ଆରମ୍ଭ କରିବେ ସେଥିରେ ସଫଳତା ମିଳିବ ।

ଶତଭିଷା – ଶିକ୍ଷାରେ ଉତୀର୍ଣ୍ଣ ହୋଇ ଉଚ୍ଚଶିକ୍ଷାରେ ଶ୍ରେଷ୍ଠସ୍ଥାନ ଲାଭ କରିବେ । ବଡ କଂପାନିରୁ ଚାକିରି ପାଇଁ ଡାକରା ଆସିବ । ସାମାଜିକ କାର୍ଯ୍ୟରେ ଭାଗନେଇ ଗଠନ ମୂଳକ କାର୍ଯ୍ୟ ପାଇଁ ପ୍ରସ୍ତୁତି ଆରମ୍ଭ କରିବେ ।

ପୂ , ଭାଦ୍ରପଦ – ନିର୍ବାଚନ କ୍ଷେତ୍ରରେ ଶତୃମାନଙ୍କୁ ମୁକାବିଲା କରି ପାରିବେ । ସମ୍ପତି ବଢାଇବାର ଯୋଜନା ସଫଳ ହେବ । ମହିଳା ମାନେ ଅଳ୍ପ ପ୍ରୟାସରେ କାମ ପୂର୍ଣ୍ଣ କରିବେ

ପ୍ରତିକାର – ରାହୁଙ୍କର ମନ୍ତ୍ର ପାଠ କରି ଦିନ ଆରମ୍ଭ କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :

VASTU TIPS

କୁମ୍ଭ ମାସ ଫାଲ୍‌ଗୁନ କୃଷ୍ଣପକ୍ଷ । ଇଂରାଜୀରେ ୨୨ ତାରିଖ ଶନିବାର । ଚନ୍ଦ୍ର- ବିଛା ସନ୍ଧ୍ୟା ୦୫.୪୦ ଗତେ ଧନୁ । ତିଥି- ୯ମୀ ଦିବା ୦୧.୧୯ ଗତେ ୧୦ମୀ ।ଘାତଚନ୍ଦ୍ର- ସନ୍ଧ୍ୟା ୦୫.୪୦ ଗତେ ତୁଳା ଓ କୁମ୍ଭ ରାଶିର । ଘାତବାର- ବୃଷ, ସିଂହ ଓ କନ୍ୟା ରାଶିର। ପୁଷ୍କର ଦୋଷ- ୧ ପାଦ-କୃଷିହାନି-ଭୂମିଦାନ ।