• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 22nd February 2025: କେମିତି କଟିବ ଆପଣଙ୍କ ଦିନ ? ଜାଣନ୍ତୁ ଆଜିର ରାଶିଫଳ...

କୁମ୍ଭ ମାସ ଫାଲ୍‌ଗୁନ କୃଷ୍ଣପକ୍ଷ । ଇଂରାଜୀରେ ୨୨ ତାରିଖ ଶନିବାର । ଚନ୍ଦ୍ର- ବିଛା ସନ୍ଧ୍ୟା ୦୫.୪୦ ଗତେ ଧନୁ । ତିଥି- ୯ମୀ ଦିବା ୦୧.୧୯ ଗତେ ୧୦ମୀ ।

Gemini

ମିଥୁନ

Saturday 22 Feb 2025

ମୃଗଶିରା - ପରିସ୍ରା ଜନିତ ରୋଗ ଦେଖା ଦେଇପାରେ । ଆପଣଙ୍କ ଆର୍ଥୀକ ସ୍ଥିତି ସୁଦୃଢ ରହିବ । ନିର୍ଦ୍ଧାରିତ ସମୟ ମଧ୍ୟରେ କାମ କରନ୍ତୁ ଆପଣଙ୍କୁ ଲାଭ ମିଳିବ । ଉତ୍ତମ ବୁଝାବଣା ମାଧ୍ୟମରେ ପରିବାରିକ ଜୀବନ ମଧୁମୟ ରହିବ ।

ଆଦ୍ରା - ସନ୍ତାନ ମାନଙ୍କର ସଫଳତା ଯୋଗୁଁ ମାନସିକ ସ୍ଥିତି ଭଲ ରହିବ । ବ୍ୟବସାୟରେ ନୂଆ ଶାଖା ଖୋଲିବା ପାଇଁ ଚେଷ୍ଟା କରିବେ । କର୍ମଚାରୀ ମାନେ ପରିଶ୍ରମର ଫଳ ପ୍ରାପ୍ତ କରିବେ ।

ପୁନର୍ବସୁ – ଶିକ୍ଷାକ୍ଷେତ୍ରରେ ଉନ୍ନତି କରିବା ସହିତ ସାସ୍କୃତିକ କାର୍ଯ୍ୟରେ ଲୋକ ପ୍ରିୟତା ଅର୍ଜନ କରିବେ । ସାମାଜିକ ସଂସାର କାମରେ ସହଯୋଗ କରିବେ । ଗୃହସୀମା ବିବାଦ ଦେଖାଦେଇ ପାରେ । ମହିଳା ମାନଙ୍କର ସନ୍ତାନଙ୍କ ବିଶୃଙ୍ଖଳିତ ଆଚରଣ ହେତୁକ ମନ ଉଦ୍ବିଗ୍ନ ରହିବ ।

ପ୍ରତିକାର – ତ୍ରିପୁରା ସୁନ୍ଦରୀଙ୍କର ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :

VASTU TIPS

କୁମ୍ଭ ମାସ ଫାଲ୍‌ଗୁନ କୃଷ୍ଣପକ୍ଷ । ଇଂରାଜୀରେ ୨୨ ତାରିଖ ଶନିବାର । ଚନ୍ଦ୍ର- ବିଛା ସନ୍ଧ୍ୟା ୦୫.୪୦ ଗତେ ଧନୁ । ତିଥି- ୯ମୀ ଦିବା ୦୧.୧୯ ଗତେ ୧୦ମୀ ।ଘାତଚନ୍ଦ୍ର- ସନ୍ଧ୍ୟା ୦୫.୪୦ ଗତେ ତୁଳା ଓ କୁମ୍ଭ ରାଶିର । ଘାତବାର- ବୃଷ, ସିଂହ ଓ କନ୍ୟା ରାଶିର। ପୁଷ୍କର ଦୋଷ- ୧ ପାଦ-କୃଷିହାନି-ଭୂମିଦାନ ।