• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 22nd February 2025: କେମିତି କଟିବ ଆପଣଙ୍କ ଦିନ ? ଜାଣନ୍ତୁ ଆଜିର ରାଶିଫଳ...

କୁମ୍ଭ ମାସ ଫାଲ୍‌ଗୁନ କୃଷ୍ଣପକ୍ଷ । ଇଂରାଜୀରେ ୨୨ ତାରିଖ ଶନିବାର । ଚନ୍ଦ୍ର- ବିଛା ସନ୍ଧ୍ୟା ୦୫.୪୦ ଗତେ ଧନୁ । ତିଥି- ୯ମୀ ଦିବା ୦୧.୧୯ ଗତେ ୧୦ମୀ ।

Leo

ସିଂହ

Saturday 22 Feb 2025

ମଘା – ଶ୍ୱାସ ଓ ହୃଦ ରୋଗୀମାନେ ବିଶେଷ ସତର୍କତା ରହିବା ଦରକାର୍ । ଏଭଳି ବ୍ୟକ୍ତିଙ୍କ ସହ ମିଶିବେ, ଯିଏ ଆପଣଙ୍କ ନୂଆ କାମରେ ସାହାଯ୍ୟ କରିବେ । ଆର୍ଥିକ ସ୍ଥିତି ସ୍ୱଚ୍ଛଳ ରହିବା ଫଳରେ ବ୍ୟବସାୟରେ ପରିବର୍ତନ କରିବାର ଇଚ୍ଛା ହେବ ।

ପୂ , ଫାଲଗୁନୀ - ଅଫିସ୍ କାମ କରିବା ବେଳେ ମନକୁ ବିଭିନ୍ନ ପ୍ରକାର ଯୋଜନା ଆସିବ । ରାଜନୀତିଜ୍ଞ ମାନେ ଉଭୟ ସଂଗଠନ ଓ ଶାସନ କ୍ଷେତ୍ରରେ ସ୍ଥିତି ସାମାନ୍ୟ ଉନ୍ନତ ହେବ । ପରୀକ୍ଷାରେ ପ୍ରତିଯୋଗିତାରେ କୃତକାର‌୍ୟ୍ୟ ହେବେ ।

ଉ ,ଫାଲଗୁନୀ – ଆୟନ୍ ଅଦାଲତ ସମ୍ପର୍କୀୟ ଦୁଶ୍ଚିନ୍ତା ଦୂରଦେବ । ମହିଳା ମାନେ ଘର କାମରେ ବ୍ୟସ୍ତ ରହିବେ । ବୈଜ୍ଞାନିକ ମାନେ ଗବେଷଣା କ୍ଷେତ୍ରରେ ଦୃତ ଅଗ୍ରଗତି କରିବେ ।

ପ୍ରତିକାର – କୁଳ ଦେବତାଙ୍କ ପୂଜା କରନ୍ତୁ

ଶୁଭ ରଙ୍ଗ :ନାରଙ୍ଗୀ

ଶୁଭ ସଂଖ୍ୟା :

VASTU TIPS

କୁମ୍ଭ ମାସ ଫାଲ୍‌ଗୁନ କୃଷ୍ଣପକ୍ଷ । ଇଂରାଜୀରେ ୨୨ ତାରିଖ ଶନିବାର । ଚନ୍ଦ୍ର- ବିଛା ସନ୍ଧ୍ୟା ୦୫.୪୦ ଗତେ ଧନୁ । ତିଥି- ୯ମୀ ଦିବା ୦୧.୧୯ ଗତେ ୧୦ମୀ ।ଘାତଚନ୍ଦ୍ର- ସନ୍ଧ୍ୟା ୦୫.୪୦ ଗତେ ତୁଳା ଓ କୁମ୍ଭ ରାଶିର । ଘାତବାର- ବୃଷ, ସିଂହ ଓ କନ୍ୟା ରାଶିର। ପୁଷ୍କର ଦୋଷ- ୧ ପାଦ-କୃଷିହାନି-ଭୂମିଦାନ ।