କୁମ୍ଭ ମାସ ଫାଲ୍ଗୁନ କୃଷ୍ଣପକ୍ଷ । ଇଂରାଜୀରେ ୨୨ ତାରିଖ ଶନିବାର । ଚନ୍ଦ୍ର- ବିଛା ସନ୍ଧ୍ୟା ୦୫.୪୦ ଗତେ ଧନୁ । ତିଥି- ୯ମୀ ଦିବା ୦୧.୧୯ ଗତେ ୧୦ମୀ ।
ଉ- ଫାଲ୍ଗୁନୀ- ଶାରିରୀକ ଉନ୍ନତି ଆସିବ । କର୍ମ କ୍ଷେତ୍ରରେ ଉତରତର ଉନ୍ନତି କରିବେ । ସାଂସାରିକ କ୍ଷେତ୍ରରେ ସୁଖ ସମୃ୍ଦ୍ଧି ଫେରିଆସିବ ଓ ସମ୍ପର୍କରେ ଉନ୍ନତି ଆସିବ ବ୍ୟବସାୟରେ । ପ୍ରତିକୂଳ ପରିସ୍ଥିତି ଦେଇ ଗତି କରିବେ ।
ହସ୍ତା- ସାମ୍ବାଦିକତା କ୍ଷେତ୍ରରେ ପ୍ରଂଶସା ସାଉଟିବେ । କାମରେ ହଠାତ କୌଣସି ଯୋଜନାରେ ପରିବର୍ତନ କରିପାରନ୍ତି । ରାଜନୀତିରେ କୌଣସି କାର୍ଯ୍ୟ ଆପଣଙ୍କ ହାତରୁ ଖସି ଯାଇପାରେ । କଳା ଓ ସାହିତ୍ୟ କ୍ଷେତ୍ରରେ ପ୍ରଶଂସିତ ହେବେ
ଚିତ୍ରା- ଜମିଜମାକୁ ନେଇ ନିଜ ଲୋକମାନେ ବିଶ୍ୱାସ ଘାତ କରିପାରନ୍ତି । ମହିଳା ମାନେ ଆମୋଦ ପ୍ରମୋଦରେ ସମୟ କଟାଇବେ । ଯାନ ବାହନ କିଣିବା ଲାଗି ଆଗ୍ରହ ପ୍ରକାଶ କରିବେ ।
ପ୍ରତିକାର - ତୁଳସୀ ଚଉରା ମୂଳେ ଜଳ ଅର୍ପଣ କରନ୍ତୁ
ଶୁଭ ରଙ୍ଗ :ସବୁଜ
ଶୁଭ ସଂଖ୍ୟା :୫
କୁମ୍ଭ ମାସ ଫାଲ୍ଗୁନ କୃଷ୍ଣପକ୍ଷ । ଇଂରାଜୀରେ ୨୨ ତାରିଖ ଶନିବାର । ଚନ୍ଦ୍ର- ବିଛା ସନ୍ଧ୍ୟା ୦୫.୪୦ ଗତେ ଧନୁ । ତିଥି- ୯ମୀ ଦିବା ୦୧.୧୯ ଗତେ ୧୦ମୀ ।ଘାତଚନ୍ଦ୍ର- ସନ୍ଧ୍ୟା ୦୫.୪୦ ଗତେ ତୁଳା ଓ କୁମ୍ଭ ରାଶିର । ଘାତବାର- ବୃଷ, ସିଂହ ଓ କନ୍ୟା ରାଶିର। ପୁଷ୍କର ଦୋଷ- ୧ ପାଦ-କୃଷିହାନି-ଭୂମିଦାନ ।