କୁମ୍ଭ ମାସ ଫାଲ୍ଗୁନ କୃଷ୍ଣପକ୍ଷ । ଇଂରାଜୀରେ ୨୨ ତାରିଖ ଶନିବାର । ଚନ୍ଦ୍ର- ବିଛା ସନ୍ଧ୍ୟା ୦୫.୪୦ ଗତେ ଧନୁ । ତିଥି- ୯ମୀ ଦିବା ୦୧.୧୯ ଗତେ ୧୦ମୀ ।
ବିଶାଖା- ପ୍ରେମ କ୍ଷେତ୍ରରେ ସଫଳତା ଲାଭ କରିବେ । ବ୍ୟବସାୟୀମାନେ ଆଜି ବ୍ୟବସାୟରେ ଲାଭାଂଶ କମାଇବେ । ଶାରୀରିକ ପିଡା ଅପେକ୍ଷା କୃତ କମ ରହିବ । ଋଣ କ୍ଷେତ୍ରରେ ଅର୍ଥ ଲାଭ କରିବେ ।
ଅନୁରାଧା- ବିଦ୍ୟାର୍ଥୀମାନେ ଦେଇଥିବା ପରିକ୍ଷାରେ କୃତକାଯ୍ୟ ହେବେ । ନିଜ ସାମର୍ଥ୍ୟ ଅନୁଯାୟୀ ସରଳ ଭାବେ କାମ ପୁରା କରିବେ । ଆର୍ଥୀକ ସ୍ଥିତି ପୂର୍ବପରି ରହିବା କାରଣରୁ ମନରେ ଖୁସି ରହିବ ନାହିଁ ।
ଜ୍ୟୋଷ୍ଠା- ପୁରୁଣା ଗାଡି ବିକିବାରେ ମନ ବଳାଇବେ । ମହିଳା ମାନେ ପାରିବରିକ ସମସ୍ୟା ଭୋଗିବେ । ଗୃହସୀମାକୁ କେନ୍ଦ୍ରକରି ଭାଇ କିମ୍ବା ପଢୋଶୀଙ୍କ ସହ ଅପ୍ରୀତିକର ପରିସ୍ଥିତି ସୃଷ୍ଟି ହେବ ।
ପ୍ରତିକାର – ପ୍ରଭୁ ନୃସିଂହଙ୍କ ମନ୍ତ୍ର ପାଠ କରନ୍ତୁ
ଶୁଭ ରଙ୍ଗ :ଲାଲ୍
ଶୁଭ ସଂଖ୍ୟା :୯
କୁମ୍ଭ ମାସ ଫାଲ୍ଗୁନ କୃଷ୍ଣପକ୍ଷ । ଇଂରାଜୀରେ ୨୨ ତାରିଖ ଶନିବାର । ଚନ୍ଦ୍ର- ବିଛା ସନ୍ଧ୍ୟା ୦୫.୪୦ ଗତେ ଧନୁ । ତିଥି- ୯ମୀ ଦିବା ୦୧.୧୯ ଗତେ ୧୦ମୀ ।ଘାତଚନ୍ଦ୍ର- ସନ୍ଧ୍ୟା ୦୫.୪୦ ଗତେ ତୁଳା ଓ କୁମ୍ଭ ରାଶିର । ଘାତବାର- ବୃଷ, ସିଂହ ଓ କନ୍ୟା ରାଶିର। ପୁଷ୍କର ଦୋଷ- ୧ ପାଦ-କୃଷିହାନି-ଭୂମିଦାନ ।