କୁମ୍ଭ ମାସ ଫାଲ୍ଗୁନ କୃଷ୍ଣପକ୍ଷ । ଇଂରାଜୀରେ ୨୨ ତାରିଖ ଶନିବାର । ଚନ୍ଦ୍ର- ବିଛା ସନ୍ଧ୍ୟା ୦୫.୪୦ ଗତେ ଧନୁ । ତିଥି- ୯ମୀ ଦିବା ୦୧.୧୯ ଗତେ ୧୦ମୀ ।
ମୂଳା – ନୂଆ ବ୍ୟବସାୟରେ ପୁଞ୍ଜି ଲଗାଇଲେ ଆପଣଙ୍କୁ ଦିଗୁଣା ଲାଭ ମିଳିବ । ସ୍ୱାସ୍ଥ୍ୟ ପରୀକ୍ଷା ଲାଗି ଅଧିକ ଖର୍ଚ୍ଚ ହୋଇପାରେ । ଅନେକ ସମସ୍ୟାର ସମାଧାନ ହୋଇଯିବ । ବଜାରରେ ଦୃତ ପରିବର୍ତନ ସହ ବ୍ୟବସାୟୀ ମାନେ ଆଗକୁ ଆଗେଇବେ ।
ପୂ , ଷାଢା – କର୍ମକ୍ଷେତ୍ରରେ ଆପଣଙ୍କ ପ୍ରତି ଉଚ୍ଚ ଅଧିକାରୀଙ୍କ ବ୍ୟବହାର ସକାରତ୍ମକ ରହିବ । ଶିକ୍ଷାର୍ଥୀ ମାନେ ନିଜର ପ୍ରତିଭାକୁ ବିକଶିତ କରିବା ଲାଗି ଅବସର ପାଇବେ । ବୈାଜ୍ଞାନିକ ମାନେ ନୂତନ ତଥ୍ୟ ହାସଲରେ ଚେଷ୍ଟିତ ରହିବେ ।
ଉ , ଷାଢା – କୋର୍ଟର ନିଷ୍ପତି ଆପଣଙ୍କ ପକ୍ଷରେ ହେବ । ମହିଳା ମାନଙ୍କର ଦିନଟି ଶୁଭ ରହିବ । ସରକାରୀ କ୍ଷେତ୍ରରେ ସମ୍ମାନ ଜନକ କାର୍ଯ୍ୟ କରି ବିଦେଶ ଯାତ୍ରା କରିପାରନ୍ତି । ସଙ୍ଗୀତକାର ମାନଙ୍କୁ ବହୁତ ପରିଶ୍ରମ କରିବାକୁ ପଡିପାରେ ।
ପ୍ରତିକାର – ଓଁ ହ୍ରୀଂ ସ୍ରୀଂ ହୁଁ ଫଟ ମନ୍ତ୍ରକୁ ପାଠ କରନ୍ତୁ
ଶୁଭ ରଙ୍ଗ :ହଳଦିଆ
ଶୁଭ ସଂଖ୍ୟା :୩
କୁମ୍ଭ ମାସ ଫାଲ୍ଗୁନ କୃଷ୍ଣପକ୍ଷ । ଇଂରାଜୀରେ ୨୨ ତାରିଖ ଶନିବାର । ଚନ୍ଦ୍ର- ବିଛା ସନ୍ଧ୍ୟା ୦୫.୪୦ ଗତେ ଧନୁ । ତିଥି- ୯ମୀ ଦିବା ୦୧.୧୯ ଗତେ ୧୦ମୀ ।ଘାତଚନ୍ଦ୍ର- ସନ୍ଧ୍ୟା ୦୫.୪୦ ଗତେ ତୁଳା ଓ କୁମ୍ଭ ରାଶିର । ଘାତବାର- ବୃଷ, ସିଂହ ଓ କନ୍ୟା ରାଶିର। ପୁଷ୍କର ଦୋଷ- ୧ ପାଦ-କୃଷିହାନି-ଭୂମିଦାନ ।