• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 22nd January 2023: ଆଜି ଏହି ରାଶିର ବ୍ୟକ୍ତିଙ୍କୁ ଶୁଭ ସମାଚାର ମିଳିବ

ସୈାର ମକର ମାସ ମାଘ ମାସ ଶୁକ୍ଲପକ୍ଷ । ଇଂରାଜୀରେ ୨୨ ତାରିଖ ରବିବାର । ଚନ୍ଦ୍ର – ମକର ଅହୋରାତ୍ର,ତିଥି - ପ୍ରତିପଦ ରାତ୍ରି ୧୦.୨୭ ଗତେ ୨ୟା ଘାତ ଚନ୍ଦ୍ର – ସିଂହ ଅହୋରାତ୍ର,ଘାତ ବାର- ମେଷ ,ପୁଷ୍କର ଦୋଷ – ୨ ପାଦ କୃଷି ଓ ବଂଶହାନି – ଭୂମି ଓ ତିଳକାଞନ ଦାନ ୩ ପାଦ

Aquarius

କୁମ୍ଭ

Sunday 22 Jan 2023

ଧନିଷ୍ଠା- ଶରୀର ସୁସ୍ଥ ରହିବ । ପାରିବାରିକ ଜୀବନରେ ସୁଖ ଶାନ୍ତିର ବାତାବରଣ ରହିବ । ବ୍ୟବସାୟ କ୍ଷେତ୍ରରେ ଆୟର ସ୍ରୋତ ବୃଦ୍ଧି ହେବା ସହିତ ଆଶାତୀତ ଫଳ ପାଇବେ ।

ଶତଭିଷା- କର୍ମ କ୍ଷେତ୍ରରେ ଅଧିକ ଚାପ ଯୋଗୁଁ କଠିନ ପରିଶ୍ରମ କରି ପ୍ରଶଂସା ପାଇବେ । ବିଦ୍ୟାର୍ଥୀ ମାନେ ନିଜର ଉଦ୍ଦେଶ୍ୟକୁ ସଫଳ କରିବାରେ ସକ୍ଷମ ହେବେ ।

ପୂ, ଭାଦ୍ରପଦ- ରାଜନୈତିକ ଜୀବନରେ ଶତୃ ବୃଦ୍ଧି ଦେଖାଦେବ । କ୍ରିଡା,ମନୋରଞନ, ନୃତ୍ୟଗୀତ, କଳାସଙ୍ଗୀତ, ଭୋଜିଭାତରେ ଉତ୍ସାହିତ ହେବେ । ଜମିବାଡି ସମ୍ବନ୍ଧିୟ ସମସ୍ୟାରୁ ମୁକ୍ତି ପାଇବେ ।

ପ୍ରତିକାର – ଶନିଙ୍କର ଗାୟତ୍ରୀ ପାଠ କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :