• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 22nd January 2023: ଆଜି ଏହି ରାଶିର ବ୍ୟକ୍ତିଙ୍କୁ ଶୁଭ ସମାଚାର ମିଳିବ

ସୈାର ମକର ମାସ ମାଘ ମାସ ଶୁକ୍ଲପକ୍ଷ । ଇଂରାଜୀରେ ୨୨ ତାରିଖ ରବିବାର । ଚନ୍ଦ୍ର – ମକର ଅହୋରାତ୍ର,ତିଥି - ପ୍ରତିପଦ ରାତ୍ରି ୧୦.୨୭ ଗତେ ୨ୟା ଘାତ ଚନ୍ଦ୍ର – ସିଂହ ଅହୋରାତ୍ର,ଘାତ ବାର- ମେଷ ,ପୁଷ୍କର ଦୋଷ – ୨ ପାଦ କୃଷି ଓ ବଂଶହାନି – ଭୂମି ଓ ତିଳକାଞନ ଦାନ ୩ ପାଦ

Pisces

ମୀନ

Sunday 22 Jan 2023

ପୂ, ଭାଦ୍ରପଦ- ମାନସିକ ଶାନ୍ତି ଦେଖାଦେବ । ନୂଆ ବ୍ୟବସାୟ ଆରମ୍ଭ କରିବାର ସୁଯୋଗ ପାଇବେ । କର୍ମ କ୍ଷେତ୍ରରେ ପ୍ରଶଂସା ପାଇବା ସହିତ ଉଚ୍ଚ ପଦସ୍ଥ ବ୍ୟକ୍ତିଙ୍କର ପ୍ରିୟ ଭାଜନ ହେବେ ।

ଉ, ଭାଦ୍ରପଦ- ସାମାଜିକ କାର୍ଯ୍ୟରେ ନୂତନ ଲୋକଙ୍କ ସହ ସାକ୍ଷାତ ହୋଇ ସମ୍ପର୍କ ଦୃଢ ହେବ । ଜାଗା , ଜମି ଯାନବାହନ ଓ ଗୃହ କ୍ରୟ କରିବାର ସୁଯୋଗ ପାଇବେ ।

ରେବତୀ- ମାଲିମକଦ୍ଦମା ଆପୋଷ ସମାଧାନାର ରାସ୍ତା ଖୋଲିଯିବ । ପାଠପଢାରେ ପିଲା ମାନଙ୍କର ପ୍ରତିଭାର ବିକାଶ ହେବ । ମହିଳା ମାନେ ବହୁତ କଷ୍ଟ କରି ନିଜର ସ୍ୱପ୍ନ ପୂରଣ କରିବେ ।

ପ୍ରତିକାର – ହଳଦିଆ ରଙ୍ଗର ପୋଷାକ ବ୍ୟବହାର କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :