• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 22nd January 2023: ଆଜି ଏହି ରାଶିର ବ୍ୟକ୍ତିଙ୍କୁ ଶୁଭ ସମାଚାର ମିଳିବ

ସୈାର ମକର ମାସ ମାଘ ମାସ ଶୁକ୍ଲପକ୍ଷ । ଇଂରାଜୀରେ ୨୨ ତାରିଖ ରବିବାର । ଚନ୍ଦ୍ର – ମକର ଅହୋରାତ୍ର,ତିଥି - ପ୍ରତିପଦ ରାତ୍ରି ୧୦.୨୭ ଗତେ ୨ୟା ଘାତ ଚନ୍ଦ୍ର – ସିଂହ ଅହୋରାତ୍ର,ଘାତ ବାର- ମେଷ ,ପୁଷ୍କର ଦୋଷ – ୨ ପାଦ କୃଷି ଓ ବଂଶହାନି – ଭୂମି ଓ ତିଳକାଞନ ଦାନ ୩ ପାଦ

Gemini

ମିଥୁନ

Sunday 22 Jan 2023

ମୃଗଶିରା- ପ୍ରଚୁର ତାଜା ଫଳ ଏବଂ ପନିପରିବା ଖାଇବାକୁ ଚେଷ୍ଟା କରନ୍ତୁ ଯାହା ଆପଣଙ୍କୁ ଶକ୍ତି ଦେବ । ଆପଣ ଦୀର୍ଘ ସମୟ କାମ କରିବାକୁ ସମର୍ଥ ହେବେ । କୌଣସି କାରଣ ବିନା ଚାକିରି ଛାଡ଼ି ପାରନ୍ତି । ନୂତନ ବ୍ୟବସାୟରେ ଉତମ ରୋଜଗାର ହେବ ।

ଆଦ୍ରା- ପାରିବାରିକ ମାମଲାରେ ମାନସିକ ଶାନ୍ତି ମିଳିବ । ଦାମ୍ପତ୍ୟ ସୁଖ ବୃଦ୍ଧି ହେବା ସହ ସାମାଜିକ ପ୍ରତିଷ୍ଠା ବୃଦ୍ଧି ପାଇବ । ଧନଧାନ୍ୟ, ଭୂମି, ପ୍ରାପ୍ତିର ଯୋଗ ରହିଛି ।

ପୁନର୍ବସୁ- ଗୃହ ପାଳିତ ପଶୁ ଓ ଯାନ ବାହନ ଇତ୍ୟାଦି କ୍ରୟ କରି ଲାଭବାନ୍ ହେବେ । ସାମାଜିକ ପ୍ରତିଷ୍ଠା, ମାନ ସମ୍ମାନ ବୃଦ୍ଧି ପାଇବ । ଛାତ୍ର ଛାତ୍ରି ମାନେ କମ୍ ପରିଶ୍ରମରେ ଅଧିକ ଫଳ ପାଇବେ ।

ପ୍ରତିକାର – ବିଷ୍ଣୁଙ୍କର ସହସ୍ର ନାମ ପାଠ କରନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :