• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 22nd January 2023: ଆଜି ଏହି ରାଶିର ବ୍ୟକ୍ତିଙ୍କୁ ଶୁଭ ସମାଚାର ମିଳିବ

ସୈାର ମକର ମାସ ମାଘ ମାସ ଶୁକ୍ଲପକ୍ଷ । ଇଂରାଜୀରେ ୨୨ ତାରିଖ ରବିବାର । ଚନ୍ଦ୍ର – ମକର ଅହୋରାତ୍ର,ତିଥି - ପ୍ରତିପଦ ରାତ୍ରି ୧୦.୨୭ ଗତେ ୨ୟା ଘାତ ଚନ୍ଦ୍ର – ସିଂହ ଅହୋରାତ୍ର,ଘାତ ବାର- ମେଷ ,ପୁଷ୍କର ଦୋଷ – ୨ ପାଦ କୃଷି ଓ ବଂଶହାନି – ଭୂମି ଓ ତିଳକାଞନ ଦାନ ୩ ପାଦ

Scorpio

ବିଛା

Sunday 22 Jan 2023

ବିଶାଖା- କୌଣସି ପ୍ରକାର ନିଶା ଠାରୁ ଦୂରରେ ରୁହନ୍ତୁ । ପ୍ରିୟଜନ ମାନେ ଆଗକୁ ବଢିବା ପାଇଁ ଆର୍ଥିକ ସହୟତା କରିବେ । ବ୍ୟବସାୟରେ ଉନ୍ନତି ହେବା ଫଳରେ ମନ ଖୁସି ରହିବ ।

ଅନୁରାଧା- କର୍ମ କ୍ଷେତ୍ରରେ ସହକର୍ମୀ ମାନେ ପରସ୍ପରକୁ ସାହାଯ୍ୟ ସହଯୋଗ କରି କାମକୁ ସହଜ କରିବେ । ରାଜନୀତି କ୍ଷେତ୍ରରେ ସହଯୋଗ କରିବେ । ଶିକ୍ଷାର୍ଥୀଙ୍କୁ କ୍ୟାରିୟର ସମ୍ବନ୍ଧରେ ଶୁଭ ସୁଚନା ମିଳିବ

ଜ୍ୟୋଷ୍ଠା- ସରକାରି ସହୟତା ପାଇବେ ବା ଉଚ୍ଚପଦସ୍ଥ ଅଧିକାରୀଙ୍କ ଅନୁକମ୍ପା ହାସଲ କରିବେ । ଧୀରେ ଧୀରେ ଧନ ସଂଗ୍ରହରେ ବୃଦ୍ଧି ଘଟିବ । ମହିଳା ମାନେ କୌଣସି ଧର୍ମାନୁଷ୍ଠାନରେ କିଛି ଅଗ୍ରଣି ଦାୟିତ୍ୱ ନେଇ ପାରନ୍ତି ।

ପ୍ରତିକାର – ମାଆ ଚର୍ଚ୍ଚିକାଙ୍କ ପୂଜା ପାଠ କରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :