• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 22nd January 2023: ଆଜି ଏହି ରାଶିର ବ୍ୟକ୍ତିଙ୍କୁ ଶୁଭ ସମାଚାର ମିଳିବ

ସୈାର ମକର ମାସ ମାଘ ମାସ ଶୁକ୍ଲପକ୍ଷ । ଇଂରାଜୀରେ ୨୨ ତାରିଖ ରବିବାର । ଚନ୍ଦ୍ର – ମକର ଅହୋରାତ୍ର,ତିଥି - ପ୍ରତିପଦ ରାତ୍ରି ୧୦.୨୭ ଗତେ ୨ୟା ଘାତ ଚନ୍ଦ୍ର – ସିଂହ ଅହୋରାତ୍ର,ଘାତ ବାର- ମେଷ ,ପୁଷ୍କର ଦୋଷ – ୨ ପାଦ କୃଷି ଓ ବଂଶହାନି – ଭୂମି ଓ ତିଳକାଞନ ଦାନ ୩ ପାଦ

Capricorn

ମକର

Sunday 22 Jan 2023

ଉ, ଷାଢା- କଠିନ ପରିଶ୍ରମ କରିବା ଯୋଗୁଁ ଶାରୀରିକ ଅସୁସ୍ଥତା ଦେଖାଦେବ । ବ୍ୟବସାୟ ପାଇଁ ଟଙ୍କା ଋଣ କରିବାକୁ ପଡିପାରେ । କର୍ମ କ୍ଷେତ୍ରରେ ସଚ୍ଚୋଟ ଭାବେ କାର୍ଯ୍ୟ କରିବା ଯୋଗୁଁ ସମସ୍ତଙ୍କର ପ୍ରିୟ ହେବେ ।

ଶ୍ରବଣା- ଘରର ଦାୟିତ୍ୱ ନେଇ ପରିବାର ଲୋକଙ୍କ ସହ କଥା ହେବେ । ଶିକ୍ଷା କ୍ଷେତ୍ରରେ ସଫଳତା ଅର୍ଜନ କରିବେ । ଯାନ ,ବାହନ କ୍ରୟ କରିବାର ସୁଯୋଗ ସୁବିଧା ପାଇବେ ।

ଧନିଷ୍ଠା- ନୃତ୍ୟ ବାଦି କ୍ଷେତ୍ରରେ ସୁନାମ ଅର୍ଜନ କରିପାରନ୍ତି । ଜମି କ୍ରୟ କରି ଖୁସି ରହିବେ । କୈାଣସି ପୁରୁଣା ମକଦ୍ଦମା ଉପରେ ମନୋନିବେଶ କରିବେ । ପୂର୍ବ କଥା ପାସୋରି ନୂଆ କାମ ଆରମ୍ଭ କରନ୍ତୁ ।

ପ୍ରତିକାର – କାଳିଙ୍କ ଯନ୍ତ୍ରିକା ମହା କବଚ ଧାରଣ କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :