• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 22nd July 2023: କର୍ମକ୍ଷେତ୍ରରେ ପ୍ରଶଂସା ପାଇବେ, ନୂତନ ବ୍ୟବସାୟ ଆରମ୍ଭ କରିବେ

ସୈାର କର୍କଟ ମାସ ଶ୍ରାବଣ (ମଳ)ଶୁକ୍ଲପକ୍ଷ । ଇଂରାଜୀରେ ୨୨ ତାରିଖ, ଶନିବାର, ଚନ୍ଦ୍ର – ସିଂହ ଅହୋରାତ୍ର ତିଥି – ୪ର୍ଥୀ ଦିବା ୦୯.୨୬ ଗତେ ୫ମୀ ଘାତ ଚନ୍ଦ୍ର – କର୍କଟ, ମକର ରାତ୍ରି ୧୧.୪୧ ଗତେ ବୃଷ ଘାତ ବାର –ବୃଷ, ସିଂହ ଓ କନ୍ୟା ପୁଷ୍କର ଦୋଷ – ୧ ପାଦ- କୃଷିହାନି- ଭୂମିଦାନ ଦିବା ୦୯.୨୬ ଗତେ ବୃଷ, କନ୍ୟା ଓ ମୀନ

Aries

ମେଷ

Saturday 22 Jul 2023

ପୂ, ଭାଦ୍ରପଦ- ମାନସିକ ଶାନ୍ତି ଦେଖାଦେବ ।  ନୂଆ ବ୍ୟବସାୟ ଆରମ୍ଭ କରିବାର ସୁଯୋଗ ପାଇବେ । କର୍ମକ୍ଷେତ୍ରରେ ପ୍ରଶଂସା ପାଇବା ସହିତ ଉଚ୍ଚ ପଦସ୍ଥ ବ୍ୟକ୍ତିଙ୍କର ପ୍ରିୟ ଭାଜନ ହେବେ । 
ଉ, ଭାଦ୍ରପଦ- ସାମାଜିକ କାର୍ଯ୍ୟରେ ନୂତନ ଲୋକଙ୍କ ସହ ସାକ୍ଷାତ ହୋଇ ସମ୍ପର୍କ ଦୃଢ ହେବ । ଜାଗା , ଜମି ଯାନବାହାନ ଓ ଗୃହ କ୍ରୟ କରିବାର ସୁଯୋଗ ପାଇବେ ।
ରେବତୀ- ମାଲିମକଦ୍ଦମା ଆପୋଷ ସମାଧାନାର ରାସ୍ତା ଖୋଲିଯିବ । ପାଠପଢ଼ାରେ ପିଲାମାନଙ୍କର ପ୍ରତିଭାର ବିକାଶ ହେବ । ମହିଳାମାନେ ବହୁତ କଷ୍ଟ କରି ନିଜର ସ୍ୱପ୍ନ ପୂରଣ କରିବେ ।

ପ୍ରତିକାର – ତାରାଙ୍କର ଯନ୍ତ୍ରିକା ମହାକବଚ ଧାରଣ  କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :