• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 22nd July 2023: କର୍ମକ୍ଷେତ୍ରରେ ପ୍ରଶଂସା ପାଇବେ, ନୂତନ ବ୍ୟବସାୟ ଆରମ୍ଭ କରିବେ

ସୈାର କର୍କଟ ମାସ ଶ୍ରାବଣ (ମଳ)ଶୁକ୍ଲପକ୍ଷ । ଇଂରାଜୀରେ ୨୨ ତାରିଖ, ଶନିବାର, ଚନ୍ଦ୍ର – ସିଂହ ଅହୋରାତ୍ର ତିଥି – ୪ର୍ଥୀ ଦିବା ୦୯.୨୬ ଗତେ ୫ମୀ ଘାତ ଚନ୍ଦ୍ର – କର୍କଟ, ମକର ରାତ୍ରି ୧୧.୪୧ ଗତେ ବୃଷ ଘାତ ବାର –ବୃଷ, ସିଂହ ଓ କନ୍ୟା ପୁଷ୍କର ଦୋଷ – ୧ ପାଦ- କୃଷିହାନି- ଭୂମିଦାନ ଦିବା ୦୯.୨୬ ଗତେ ବୃଷ, କନ୍ୟା ଓ ମୀନ

Aquarius

କୁମ୍ଭ

Saturday 22 Jul 2023

ଧନିଷ୍ଠା- ଶରୀର ସୁସ୍ଥ ରହିବ । ପାରିବାରିକ ଜୀବନରେ ସୁଖ ଶାନ୍ତିର ବାତାବରଣ ରହିବ । ବ୍ୟବସାୟ କ୍ଷେତ୍ରରେ ଆୟର ସ୍ରୋତ ବୃଦ୍ଧି ହେବା ସହିତ ଆଶାତୀତ ଫଳ ପାଇବେ ।
ଶତଭିଷା- କର୍ମକ୍ଷେତ୍ରରେ ଅଧିକ ଚାପ ଯୋଗୁ କଠିନ ପରିଶ୍ରମ କରି ପ୍ରଶଂସା ପାଇବେ । ବିଦ୍ୟାର୍ଥୀମାନେ ନିଜର ଉଦ୍ଦେଶ୍ୟକୁ ସଫଳ କରିବାରେ ସକ୍ଷମ ହେବେ ।
ପୂ,  ଭାଦ୍ରପଦ- ରାଜନୈତିକ ଜୀବନରେ ଶତ୍ରୁ ବୃଦ୍ଧି ଦେଖାଦେବ । କ୍ରୀଡା,ମନୋରଞ୍ଜନ, ନୃତ୍ୟଗୀତ, କଳାସଙ୍ଗୀତ, ଭୋଜିଭାତରେ ଉତ୍ସାହିତ ହେବେ । ଜମିବାଡି ସମ୍ବନ୍ଧୀୟ ସମସ୍ୟାରୁ ମୁକ୍ତି ପାଇବେ ।

ପ୍ରତିକାର – ଶନିଙ୍କର ଗାୟତ୍ରୀ ପାଠ କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :