• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 22nd July 2023: କର୍ମକ୍ଷେତ୍ରରେ ପ୍ରଶଂସା ପାଇବେ, ନୂତନ ବ୍ୟବସାୟ ଆରମ୍ଭ କରିବେ

ସୈାର କର୍କଟ ମାସ ଶ୍ରାବଣ (ମଳ)ଶୁକ୍ଲପକ୍ଷ । ଇଂରାଜୀରେ ୨୨ ତାରିଖ, ଶନିବାର, ଚନ୍ଦ୍ର – ସିଂହ ଅହୋରାତ୍ର ତିଥି – ୪ର୍ଥୀ ଦିବା ୦୯.୨୬ ଗତେ ୫ମୀ ଘାତ ଚନ୍ଦ୍ର – କର୍କଟ, ମକର ରାତ୍ରି ୧୧.୪୧ ଗତେ ବୃଷ ଘାତ ବାର –ବୃଷ, ସିଂହ ଓ କନ୍ୟା ପୁଷ୍କର ଦୋଷ – ୧ ପାଦ- କୃଷିହାନି- ଭୂମିଦାନ ଦିବା ୦୯.୨୬ ଗତେ ବୃଷ, କନ୍ୟା ଓ ମୀନ

Gemini

ମିଥୁନ

Saturday 22 Jul 2023

ମୃଗଶିରା- ତାଜା ଫଳ ଏବଂ ପନିପରିବା ଖାଇବାକୁ ଚେଷ୍ଟା କରନ୍ତୁ ଯାହା ଆପଣଙ୍କୁ ଶକ୍ତି ଦେବ ।  ଆପଣ ଦୀର୍ଘ ସମୟ କାମ କରିବାକୁ ସମର୍ଥ ହେବେ । କୌଣସି କାରଣ ବିନା ଚାକିରି ଛାଡ଼ି ପାରନ୍ତି । ନୂତନ ବ୍ୟବସାୟରେ ଉତ୍ତମ ରୋଜଗାର ହେବ ।
ଆଦ୍ରା-  ପାରିବାରିକ ମାମଲାରେ ମାନସିକ ଶାନ୍ତି ମିଳିବ । ଦାମ୍ପତ୍ୟ ଜୀବନ ସୁଖମୟ ହେବାସହ ସାମାଜିକ ପ୍ରତିଷ୍ଠା ବୃଦ୍ଧି ପାଇବ । ଧନଧାନ୍ୟ, ଭୂମି, ପ୍ରାପ୍ତିର ଯୋଗ ରହିଛି । 
ପୁନର୍ବସୁ-  ଗୃହ ପାଳିତ ପଶୁ ଓ ଯାନ ବାହନ ଇତ୍ୟାଦି କ୍ରୟ କରି ଲାଭବାନ୍ ହେବେ । ସାମାଜିକ ପ୍ରତିଷ୍ଠା, ମାନ ସମ୍ମାନ ବୃଦ୍ଧି ପାଇବ । ଛାତ୍ର ଛାତ୍ରି ମାନେ କମ୍ ପରିଶ୍ରମରେ ଅଧିକ ଫଳ ପାଇବେ ।

ପ୍ରତିକାର – ବିଷ୍ଣୁଙ୍କର ସହସ୍ର ନାମ ପାଠ କରନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :