• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 22nd July 2023: କର୍ମକ୍ଷେତ୍ରରେ ପ୍ରଶଂସା ପାଇବେ, ନୂତନ ବ୍ୟବସାୟ ଆରମ୍ଭ କରିବେ

ସୈାର କର୍କଟ ମାସ ଶ୍ରାବଣ (ମଳ)ଶୁକ୍ଲପକ୍ଷ । ଇଂରାଜୀରେ ୨୨ ତାରିଖ, ଶନିବାର, ଚନ୍ଦ୍ର – ସିଂହ ଅହୋରାତ୍ର ତିଥି – ୪ର୍ଥୀ ଦିବା ୦୯.୨୬ ଗତେ ୫ମୀ ଘାତ ଚନ୍ଦ୍ର – କର୍କଟ, ମକର ରାତ୍ରି ୧୧.୪୧ ଗତେ ବୃଷ ଘାତ ବାର –ବୃଷ, ସିଂହ ଓ କନ୍ୟା ପୁଷ୍କର ଦୋଷ – ୧ ପାଦ- କୃଷିହାନି- ଭୂମିଦାନ ଦିବା ୦୯.୨୬ ଗତେ ବୃଷ, କନ୍ୟା ଓ ମୀନ

Cancer

କର୍କଟ

Saturday 22 Jul 2023

ପୁନର୍ବସୁ- ଶରୀର ପ୍ରତି ଅଧିକ ଧ୍ୟାନ ଦେବାକୁ ପଡ଼ିପାରେ । ପାରିବାରିକ ଜୀବନ ସ୍ନେହଭରା ରହିବ । ଆପଣଙ୍କର ସାଥୀ ଆପଣଙ୍କର ଲକ୍ଷ୍ୟ ହାସଲ କରିବାରେ ସାହାଯ୍ୟ କରିବେ ।  କୌଣସି କାର୍ଯ୍ୟରେ ଅଧିକ ସମୟ ଦେବାକୁ ପଡ଼ିବ
ପୁଷ୍ୟା- ବ୍ୟବସାୟ କ୍ଷେତ୍ରରେ ପ୍ରସାର ପ୍ରଚାର ଫଳରେ ଆଶାତୀତ ଫଳ ପାଇବେ । ସକରାତ୍ମକ ଚିନ୍ତା ଆଗକୁ ବଢିବାରେ ସାହାର୍ଯ୍ୟ କରିବ । ଶିକ୍ଷା କ୍ଷେତ୍ରରେ ସଫଳତା ଲାଭ କରିବେ 
ଅଶ୍ଳେଷା- ଗୃହପୋକରଣ ଜମି କ୍ରୟ କରିବା ଲାଗି ଅଧିକ ବ୍ୟୟ କରିବାକୁ ପଡିପାରେ । ଧାର୍ମିକ କାର୍ଯ୍ୟରେ ମନ ଯୋଗ ଦେବେ । ମହିଳା ମାନଙ୍କର ଆତ୍ମବିଶ୍ୱାସ ବଢିବ ।

ପ୍ରତିକାର – ଚନ୍ଦ୍ରଙ୍କର ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :