• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 22nd July 2023: କର୍ମକ୍ଷେତ୍ରରେ ପ୍ରଶଂସା ପାଇବେ, ନୂତନ ବ୍ୟବସାୟ ଆରମ୍ଭ କରିବେ

ସୈାର କର୍କଟ ମାସ ଶ୍ରାବଣ (ମଳ)ଶୁକ୍ଲପକ୍ଷ । ଇଂରାଜୀରେ ୨୨ ତାରିଖ, ଶନିବାର, ଚନ୍ଦ୍ର – ସିଂହ ଅହୋରାତ୍ର ତିଥି – ୪ର୍ଥୀ ଦିବା ୦୯.୨୬ ଗତେ ୫ମୀ ଘାତ ଚନ୍ଦ୍ର – କର୍କଟ, ମକର ରାତ୍ରି ୧୧.୪୧ ଗତେ ବୃଷ ଘାତ ବାର –ବୃଷ, ସିଂହ ଓ କନ୍ୟା ପୁଷ୍କର ଦୋଷ – ୧ ପାଦ- କୃଷିହାନି- ଭୂମିଦାନ ଦିବା ୦୯.୨୬ ଗତେ ବୃଷ, କନ୍ୟା ଓ ମୀନ

Scorpio

ବିଛା

Saturday 22 Jul 2023

ବିଶାଖା- କୌଣସି ପ୍ରକାର ନିଶା ଠାରୁ ଦୂରରେ ରୁହନ୍ତୁ । ପ୍ରିୟଜନ ମାନେ ଆଗକୁ ବଢିବା ପାଇଁ ଆର୍ଥିକ ସହୟତା କରିବେ । ବ୍ୟବସାୟରେ ଉନ୍ନତି ହେବା ଫଳରେ ମନ ଖୁସି ରହିବ ।
ଅନୁରାଧା- କର୍ମ କ୍ଷେତ୍ରରେ ସହକର୍ମୀମାନେ ପରସ୍ପରକୁ ସାହାଯ୍ୟ ସହଯୋଗ କରି କାମକୁ ସହଜ କରିବେ । ରାଜନୀତି କ୍ଷେତ୍ରରେ ସହଯୋଗ କରିବେ ।  ଶିକ୍ଷାର୍ଥୀଙ୍କୁ କ୍ୟାରିୟର ସମ୍ବନ୍ଧରେ ଶୁଭ ସୁଚନା ମିଳିବ
ଜ୍ୟୋଷ୍ଠା- ସରକାରୀ ସହାୟତା ପାଇବେ ବା ଉଚ୍ଚପଦସ୍ଥ ଅଧିକାରୀଙ୍କ ଅନୁକମ୍ପା ହାସଲ କରିବେ । ଧୀରେ ଧୀରେ ଧନ ସଂଗ୍ରହରେ ବୃଦ୍ଧି ଘଟିବ । ମହିଳାମାନେ କୌଣସି  ଧର୍ମାନୁଷ୍ଠାନରେ କିଛି ଅଗ୍ରଣୀ ଦାୟିତ୍ୱ ନେଇ ପାରନ୍ତି ।

ପ୍ରତିକାର – ମା ଚର୍ଚ୍ଚିକାଙ୍କ ପୂଜା  ପାଠ  କରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :