• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 22nd July 2023: କର୍ମକ୍ଷେତ୍ରରେ ପ୍ରଶଂସା ପାଇବେ, ନୂତନ ବ୍ୟବସାୟ ଆରମ୍ଭ କରିବେ

ସୈାର କର୍କଟ ମାସ ଶ୍ରାବଣ (ମଳ)ଶୁକ୍ଲପକ୍ଷ । ଇଂରାଜୀରେ ୨୨ ତାରିଖ, ଶନିବାର, ଚନ୍ଦ୍ର – ସିଂହ ଅହୋରାତ୍ର ତିଥି – ୪ର୍ଥୀ ଦିବା ୦୯.୨୬ ଗତେ ୫ମୀ ଘାତ ଚନ୍ଦ୍ର – କର୍କଟ, ମକର ରାତ୍ରି ୧୧.୪୧ ଗତେ ବୃଷ ଘାତ ବାର –ବୃଷ, ସିଂହ ଓ କନ୍ୟା ପୁଷ୍କର ଦୋଷ – ୧ ପାଦ- କୃଷିହାନି- ଭୂମିଦାନ ଦିବା ୦୯.୨୬ ଗତେ ବୃଷ, କନ୍ୟା ଓ ମୀନ

Sagittarius

ଧନୁ

Saturday 22 Jul 2023

ମୂଳା- ସନ୍ତୁଳିତ ଖାଦ୍ୟ ବଜାୟ ରଖିବାକୁ ଚେଷ୍ଟା କରିବା ଉଚିତ । ପରିବାର ସଦସ୍ୟଙ୍କ ସହ ଯୁକ୍ତିତର୍କ ହୋଇପାରେ । ବିବାହିତ ଜୀବନରେ କିଛି ସମସ୍ୟା ସୃଷ୍ଟି ହୋଇପାରେ । କୌଣସି ପ୍ରକାରର ଚାପରୁ ଦୂରେଇ ରହିବା ଉଚିତ 
ପୂ, ଷାଢା- କର୍ମକ୍ଷେତ୍ରରେ ପରିବର୍ତ୍ତନ ଆଣିବା ପାଇଁ ଚେଷ୍ଟା କରିବେ । ଛାତ୍ରଛାତ୍ରୀମାନେ କଠିନ ପରିଶ୍ରମ କରିବା ସହିତ ପ୍ରତିଯୋଗିତା ପରୀକ୍ଷାରେ ଭଲ କରିବେ । କ୍ରୀଡା ଓ ପ୍ରତିଯୋଗିତା କ୍ଷେତ୍ରରେ ଉତ୍ତୀର୍ଣ୍ଣ୍ଣବେ ।
ଉ,  ଷାଢା-  ନେତା ବା ଉଚ୍ଚପଦସ୍ଥ  ଅଧୀକାରୀଙ୍କ ସହିତ ରହିବାର  ସୁଯୋଗ   ମିଳିବ । ଗୃହ ସମସ୍ୟାକୁ ସମାଧାନ କରି ଧନ ସମ୍ପତ୍ତିକୁ ଆୟତ୍ତ କରିପାରିବେ । ଗୃହିଣୀମାନେ ଘର ସଜ୍ଜାରେ ବ୍ୟସ୍ତ ରହିବେ ।

ପ୍ରତିକାର – ବୃହସ୍ପତିଙ୍କର ପୂଜାର୍ଚ୍ଚନା କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :