• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 22nd July 2023: କର୍ମକ୍ଷେତ୍ରରେ ପ୍ରଶଂସା ପାଇବେ, ନୂତନ ବ୍ୟବସାୟ ଆରମ୍ଭ କରିବେ

ସୈାର କର୍କଟ ମାସ ଶ୍ରାବଣ (ମଳ)ଶୁକ୍ଲପକ୍ଷ । ଇଂରାଜୀରେ ୨୨ ତାରିଖ, ଶନିବାର, ଚନ୍ଦ୍ର – ସିଂହ ଅହୋରାତ୍ର ତିଥି – ୪ର୍ଥୀ ଦିବା ୦୯.୨୬ ଗତେ ୫ମୀ ଘାତ ଚନ୍ଦ୍ର – କର୍କଟ, ମକର ରାତ୍ରି ୧୧.୪୧ ଗତେ ବୃଷ ଘାତ ବାର –ବୃଷ, ସିଂହ ଓ କନ୍ୟା ପୁଷ୍କର ଦୋଷ – ୧ ପାଦ- କୃଷିହାନି- ଭୂମିଦାନ ଦିବା ୦୯.୨୬ ଗତେ ବୃଷ, କନ୍ୟା ଓ ମୀନ

Capricorn

ମକର

Saturday 22 Jul 2023

ଉ, ଷାଢା- କଠିନ ପରିଶ୍ରମ କରିବା ଯୋଗୁ ଶାରୀରିକ ଅସୁସ୍ଥତା ଦେଖାଦେବ ।  ବ୍ୟବସାୟ ପାଇଁ ଟଙ୍କା ଋଣ କରିବାକୁ ପଡିପାରେ । କର୍ମକ୍ଷେତ୍ରରେ ସଚ୍ଚୋଟ ଭାବେ କାର୍ଯ୍ୟ କରିବା ଯୋଗୁ ସମସ୍ତଙ୍କର ପ୍ରିୟ ହେବେ ।
ଶ୍ରବଣା- ଘରର ଦାୟିତ୍ୱ ନେଇ ପରିବାର ଲୋକଙ୍କ ସହ କଥା ହେବେ । ଶିକ୍ଷା କ୍ଷେତ୍ରରେ ସଫଳତା ଅର୍ଜନ କରିବେ । ଯାନବାହାନ କ୍ରୟ କରିବାର ସୁଯୋଗ ସୁବିଧା ପାଇବେ । 
ଧନିଷ୍ଠା- ନୃତ୍ୟ ବାଦି କ୍ଷେତ୍ରରେ ସୁନାମ ଅର୍ଜନ କରିପାରନ୍ତି । ଜମି କ୍ରୟ କରି ଖୁସି ରହିବେ । କୈାଣସି ପୁରୁଣା ମକଦ୍ଦମା ଉପରେ ମନୋନିବେଶ କରିବେ । ପୂର୍ବ କଥା ପାସୋରି ନୂଆ କାମ ଆରମ୍ଭ କରନ୍ତୁ ।

ପ୍ରତିକାର – କାଳିଙ୍କ ଯନ୍ତ୍ରିକା ମହା କବଚ ଧାରଣ କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :