• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 22nd July 2024: ଏହି ରାଶିର ବ୍ୟକ୍ତି ଆଜି ସଂଘର୍ଷ କରି ବିଜୟ ଲାଭ କରିବେ

ସୌର କର୍କଟ ମାସ ଶ୍ରାବଣ କୃଷ୍ଣପକ୍ଷ । ଇଂରାଜୀରେ ୨୨ ତାରିଖ ସୋମବାର। ଚନ୍ଦ୍ର- ମକର ଅହୋରାତ୍ର। ତିଥି- ପ୍ରତିପଦ ଦିବା ୦୧.୧୧ ଗତେ ୨ ୟା। ଘାତଚନ୍ଦ୍ର- ସିଂହ ରାଶିର ଅହୋରାତ୍ର। ଘାତବାର- ମିଥୁନ ରାଶିର । ପୁଷ୍କର ଦୋଷ- ଦିବା ୦୧.୧୧ ଗତେ ୧ ପାଦ-ପଶୁସମ୍ପଦ ନାଶ-ଅନ୍ନ ଦାନ।

Taurus

ବୃଷ

Monday 22 Jul 2024

କୃତିକା- ବିଦେଶରେ ଥିବା ସପଂର୍କୀୟଠାରୁ ଶୁଭ ଖବର ପାଇବେ । ବ୍ୟବସାୟରେ ସମସ୍ୟା ସତ୍ତ୍ୱେ ଲାଭ ଆଦି ଫଳ ଭୋଗ କରିବେ । ଭାଇ-ଭଉଣୀଙ୍କ ଭିତରେ ସଂପର୍କ ଭଲ ରହିବ ।

ରୋହିଣୀ- ରାଜନୀତିରେ ବିରୋଧିଙ୍କ ପ୍ରତି ସାବଧାନ ରୁହନ୍ତୁ । ସଭା ସମିତି ପ୍ରଭୃତିରୁ ଅଶ୍ୱସ୍ଥି ଲାଭ କରିବେ । ସାମ୍ବାଦିକ କ୍ଷେତ୍ରରେ କାର‌୍ୟ୍ୟରତ ବ୍ୟକ୍ତିମାନଙ୍କ ପାଇଁ ଭଲ ସମୟ ଆସିପାରେ ।

ମୃଗଶିରା- ଶିକ୍ଷାତ୍ରୀ ମାନେ ଦେଇଥିବା ପରିକ୍ଷାରେ କୃତକାର‌୍ୟ୍ୟ ହେବେ । ସାମାଜିକ ଗତିବିଧିରେ ସକ୍ରିୟ ଭୂମିକା ନିର୍ବାହ କରିବେ । ଚଳଚିତ୍ର କ୍ଷେତ୍ରରେ ସମସ୍ୟା ଦେଖାଦେବ।

ପ୍ରତିକାର – ମା’ କଟକ ଚଣ୍ତୀଙ୍କ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :