• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 22nd July 2024: ଏହି ରାଶିର ବ୍ୟକ୍ତି ଆଜି ସଂଘର୍ଷ କରି ବିଜୟ ଲାଭ କରିବେ

ସୌର କର୍କଟ ମାସ ଶ୍ରାବଣ କୃଷ୍ଣପକ୍ଷ । ଇଂରାଜୀରେ ୨୨ ତାରିଖ ସୋମବାର। ଚନ୍ଦ୍ର- ମକର ଅହୋରାତ୍ର। ତିଥି- ପ୍ରତିପଦ ଦିବା ୦୧.୧୧ ଗତେ ୨ ୟା। ଘାତଚନ୍ଦ୍ର- ସିଂହ ରାଶିର ଅହୋରାତ୍ର। ଘାତବାର- ମିଥୁନ ରାଶିର । ପୁଷ୍କର ଦୋଷ- ଦିବା ୦୧.୧୧ ଗତେ ୧ ପାଦ-ପଶୁସମ୍ପଦ ନାଶ-ଅନ୍ନ ଦାନ।

Aquarius

କୁମ୍ଭ

Monday 22 Jul 2024

ଧନିଷ୍ଠା-ପରିବାରରେ ଜଟିଳ ପରିସ୍ଥିତି ଦେଖାଦେଲେ ମଧ୍ୟ କୌଣସି ଅସୁବିଧାହେବ ନାହିଁ । ଅର୍ଥ ସମ୍ପର୍କିତ ଚୁକ୍ତିପତ୍ର କଲେ ଲାଭବାନ୍ ହେବେ । ନୂଆଲକ୍ଷ୍ୟ ପୂରଣ ପାଇ ସାହାଯ୍ୟ ସହଯୋଗ ମିଳିପାରେ ।

ଶତଭିଷା- ଧାର୍ମିକ ଚିନ୍ତାରୁ ଲାଭ ପାଇବେ । ଧୈର୍ଯ୍ୟ ସହ କାର୍ଯ୍ୟ କଲେ ସଫଳତା ହାସଲ କରିବେ । ବିଦ୍ୟାର୍ଥୀମାନେ ପ୍ରତିଯୋଗୀତା ପରିକ୍ଷାରେ ସଫଳ ହେବେ । ରାଜନୈତିକ କ୍ଷେତ୍ରରେ ଶତ୍ରୁମାନଙ୍କଠାରୁ ଦୂରେଇ ରହିବା ଭଲ ।

ପୂ,ଭାଦ୍ରପଦ- ଉପସ୍ଥିତି ବୁଦ୍ଧି ଓ କୋଶଳପୂର୍ଣ୍ଣ ବ୍ୟବହାର ଅନ୍ୟମାନଙ୍କୁ ଆପଣାର କରିବାରେ ସାହାର୍ଯ୍ୟ କରିବ । ଘରେ ପୂଜା ପାଠ ଓ ବିଭିନ୍ନ ଶୁଭ କାର୍ଯ୍ୟରେ ଯୋଗ ଦେବେ । ପରିବହନରେ କ୍ଷତି ଆଶଙ୍କା ଅଛି ।

ପ୍ରତିକାର – ହନୁମାନ ଚାଳିଶା ପାଠ କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :