• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 22nd July 2024: ଏହି ରାଶିର ବ୍ୟକ୍ତି ଆଜି ସଂଘର୍ଷ କରି ବିଜୟ ଲାଭ କରିବେ

ସୌର କର୍କଟ ମାସ ଶ୍ରାବଣ କୃଷ୍ଣପକ୍ଷ । ଇଂରାଜୀରେ ୨୨ ତାରିଖ ସୋମବାର। ଚନ୍ଦ୍ର- ମକର ଅହୋରାତ୍ର। ତିଥି- ପ୍ରତିପଦ ଦିବା ୦୧.୧୧ ଗତେ ୨ ୟା। ଘାତଚନ୍ଦ୍ର- ସିଂହ ରାଶିର ଅହୋରାତ୍ର। ଘାତବାର- ମିଥୁନ ରାଶିର । ପୁଷ୍କର ଦୋଷ- ଦିବା ୦୧.୧୧ ଗତେ ୧ ପାଦ-ପଶୁସମ୍ପଦ ନାଶ-ଅନ୍ନ ଦାନ।

Pisces

ମୀନ

Monday 22 Jul 2024

ପୂ,ଭାଦ୍ରପଦ- ସାମାଜିକ କାର୍ଯ୍ୟରେ ରତ ହେଲେ ସାଧୁ-ସନ୍ଥ ଓ ଗୁରୁଜନଙ୍କ ଶୁଭାର୍ଶୀବାଦ ପ୍ରାପ୍ତ ହେବ । ବ୍ୟବସାୟରେ ଆଶାତୀତ ଲାଭକରି କିଛି ନୂତନ ପଦାର୍ଥ ସଂଗ୍ରହ କରିବେ । ନିର୍ମାଣ ମୂଳକ ଯୋଜନାରେ ଆଗେଇ ଯିବେ ।

ଉ,ଭାଦ୍ରପଦ- ଅଫିସରେ ବଡ ଅଧିକାରୀ ମାନଙ୍କର ସହଯୋଗ ପାଇବେ । ଭାଷଣ ବାଜିରେ କ୍ରୋଧକୁ ଆୟତକରିବା ଉଚିତ୍ । ଛାତ୍ରଛାତ୍ରି ଗୁରୁଜନଙ୍କ ଠାରୁ ଭଲ ପରାମର୍ଶ ପାଇବେ

ରେବତୀ- ପୈତୃକ ସମ୍ପତ୍ତି ପାଇଁ ଲାଗିରହିଥିବା ସମସ୍ୟାରୁ ମୁକ୍ତ ହେବେ । ରାସ୍ତାଘାଟରେ ଯଥେଷ୍ଟ ସତର୍କ ହୋଇ ଚଳିବା ଉଚିତ୍ । ସାମ୍ବାଦିକ ମାନେ ନିଜ କାର‌୍ୟ୍ୟରେ କୃତିତ୍ୱ ଲାଭ କରିବେ । ବିଦ୍ୟା କ୍ଷେତ୍ରରେ ଉନ୍ନତି କରିବେ ।

ପ୍ରତିକାର – ଶ୍ରୀ କୃଷ୍ଣଙ୍କର ପୂଜାର୍ଚ୍ଚନା କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :