• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 22nd July 2024: ଏହି ରାଶିର ବ୍ୟକ୍ତି ଆଜି ସଂଘର୍ଷ କରି ବିଜୟ ଲାଭ କରିବେ

ସୌର କର୍କଟ ମାସ ଶ୍ରାବଣ କୃଷ୍ଣପକ୍ଷ । ଇଂରାଜୀରେ ୨୨ ତାରିଖ ସୋମବାର। ଚନ୍ଦ୍ର- ମକର ଅହୋରାତ୍ର। ତିଥି- ପ୍ରତିପଦ ଦିବା ୦୧.୧୧ ଗତେ ୨ ୟା। ଘାତଚନ୍ଦ୍ର- ସିଂହ ରାଶିର ଅହୋରାତ୍ର। ଘାତବାର- ମିଥୁନ ରାଶିର । ପୁଷ୍କର ଦୋଷ- ଦିବା ୦୧.୧୧ ଗତେ ୧ ପାଦ-ପଶୁସମ୍ପଦ ନାଶ-ଅନ୍ନ ଦାନ।

Cancer

କର୍କଟ

Monday 22 Jul 2024

ପୁନର୍ବସୁ- ପ୍ରେମ କ୍ଷେତ୍ରରେ ସଫଳତା ଲାଭ କରିବେ । ବ୍ୟବସାୟୀମାନେ ଆଜି ବ୍ୟବସାୟରେ ଲାଭାଂଶ କମାଇବେ । ଶାରୀରିକ ପୀଡା ଅପେକ୍ଷାକୃତ କମ ରହିବ । ନିକଟ ସମ୍ପର୍କୀୟଙ୍କଠାରୁ ସାହାଯ୍ୟ ପାଇ ଖୁସି ହେବେ।

ପୁଷ୍ୟା- ଗୋଡରେ କିଛି ସମସ୍ୟା ଦେଖାଦେବ । ବନ୍ଧୁମାନଙ୍କର ଅପପ୍ରଚାରରୁ ମାନସିକ ଅଶାନ୍ତି ଦେଖାଦେଇ ପାରେ । ଦୂର ଯାତ୍ରାରେ ଲକ୍ଷଣ ପୂରଣ କରିପାରନ୍ତି ।

ଅଶ୍ଲେଷା- ବିଦ୍ୟାର୍ଥୀମାନଙ୍କୁ ପଢାରେ ସମ୍ମାନ ମିଳିବା ସହିତ ବିଦେଶା ଗତ ହେବାର ସୁଯୋଗ ରହିଛି । ବିବାହିତ ସମ୍ବନ୍ଧୀୟ କଥାବାର୍ତ୍ତା ବେଳେ ସଂଯମ ରଖନ୍ତୁ । ଘରକୁ ଜିନିଷ କିଣି ଅଧିକ ପଇସା ଖର୍ଚ୍ଚ କରିପାରନ୍ତି ।

ପ୍ରତିକାର – ଚନ୍ଦ୍ରଙ୍କର ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :