• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 22nd July 2024: ଏହି ରାଶିର ବ୍ୟକ୍ତି ଆଜି ସଂଘର୍ଷ କରି ବିଜୟ ଲାଭ କରିବେ

ସୌର କର୍କଟ ମାସ ଶ୍ରାବଣ କୃଷ୍ଣପକ୍ଷ । ଇଂରାଜୀରେ ୨୨ ତାରିଖ ସୋମବାର। ଚନ୍ଦ୍ର- ମକର ଅହୋରାତ୍ର। ତିଥି- ପ୍ରତିପଦ ଦିବା ୦୧.୧୧ ଗତେ ୨ ୟା। ଘାତଚନ୍ଦ୍ର- ସିଂହ ରାଶିର ଅହୋରାତ୍ର। ଘାତବାର- ମିଥୁନ ରାଶିର । ପୁଷ୍କର ଦୋଷ- ଦିବା ୦୧.୧୧ ଗତେ ୧ ପାଦ-ପଶୁସମ୍ପଦ ନାଶ-ଅନ୍ନ ଦାନ।

Virgo

କନ୍ୟା

Monday 22 Jul 2024

ଉ,ଫଳଗୁନି- ବେପାର ବୃତ୍ତିରେ ସଫଳତା ହାସଲ କରିବେ । କଳା ବିଦ୍ୟା ପ୍ରତି ଆଗ୍ରହ ସୃଷ୍ଟି ହୋଇପାରେ । ରାଜନୀତିରେ କୌଣସି ପଦ ବ୍ୟକ୍ତିଙ୍କ ସାନିଧ୍ୟ ପାଇ ପାରନ୍ତି

ହସ୍ତା- କ୍ଷମତାଶାଳୀ ହେବାର ସୁଯୋଗ ଆସିବ । ବ୍ୟବସାୟରେ ନୂତନ ବ୍ୟବସାୟ କରିବାର ଆଶା ମିଳିବ । ଅପ୍ରତ୍ୟାଶିତ ସମ୍ପତି ମିଳିବାର ସୂଚନା ଅଛି । ପାରିବାରିକ ଅସ୍ୱାସ୍ଥ୍ୟ କର ପରିସ୍ଥିତିକୁ ନେଇ ଚିନ୍ତାଗ୍ରସ୍ତ ରହିବେ ।

ଚିତ୍ରା- କଳା ବିଦ୍ୟା ପ୍ରତି ଆଗ୍ରହ ସୃଷ୍ଟି ହୋଇପାରନ୍ତି । ଗୃହିଣୀମାନେ ଗୃହପୋକରଣ ସଂଗ୍ରହ କରି ପାରନ୍ତି । ସଭା ସମିତି ପ୍ରଭୃତିରୁ ଆଶ୍ଵସ୍ତି ଲାଭ କରିବେ।

ପ୍ରତିକାର - ନୀଳ ରଙ୍ଗର ପୋଷାକ ବ୍ୟବହାର କରନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :