• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 22nd July 2024: ଏହି ରାଶିର ବ୍ୟକ୍ତି ଆଜି ସଂଘର୍ଷ କରି ବିଜୟ ଲାଭ କରିବେ

ସୌର କର୍କଟ ମାସ ଶ୍ରାବଣ କୃଷ୍ଣପକ୍ଷ । ଇଂରାଜୀରେ ୨୨ ତାରିଖ ସୋମବାର। ଚନ୍ଦ୍ର- ମକର ଅହୋରାତ୍ର। ତିଥି- ପ୍ରତିପଦ ଦିବା ୦୧.୧୧ ଗତେ ୨ ୟା। ଘାତଚନ୍ଦ୍ର- ସିଂହ ରାଶିର ଅହୋରାତ୍ର। ଘାତବାର- ମିଥୁନ ରାଶିର । ପୁଷ୍କର ଦୋଷ- ଦିବା ୦୧.୧୧ ଗତେ ୧ ପାଦ-ପଶୁସମ୍ପଦ ନାଶ-ଅନ୍ନ ଦାନ।

Scorpio

ବିଛା

Monday 22 Jul 2024

ବିଶାଖା- ନିଜ ସ୍ୱାସ୍ଥ୍ୟକୁ ନେଇ ଅଧିକ ଚିନ୍ତା କରନ୍ତୁ ନାହିଁ । ଗୃହରେ କୈାଣସି ବ୍ୟକ୍ତିଙ୍କଠାରୁ ସୁଖ ସମ୍ବାଦ ପାଇବେ । କର୍ମକ୍ଷେତ୍ରରେ ପରିଶ୍ରମର ଭଲ ପରିମାଣ ପାଇବା ସହିତ ଉଚ୍ଚପଦ ପଦବୀ ପାଇବାରେ ସଫଳ ହେବେ।

ଅନୁରାଧା- ପୁରାତନ ରୋଗରୁ ଉପସମ ପାଇବେ । ବ୍ୟବସାୟରେ ପରିଶ୍ରମରୁ ସୁଫଳ ନପାଇ ପାରନ୍ତି । ପଢାରେ ଅଧିକ ସମୟ ବିତାଇବେ । ଜୀବନରେ ଉନ୍ନତି ସୂଚିତ ହେବ।

ଜ୍ୟେଷ୍ଠା- ରାଜନୀତି କ୍ଷେତ୍ରରେ କୈାଶଳପୂର୍ଣ୍ଣ କାର୍ଯ୍ୟ କରିବେ । ନିଜର ଧନ ସମ୍ପତ୍ତିକୁ ସୁରକ୍ଷିତ ରଖିବାପାଇଁ ଚେଷ୍ଟା କରନ୍ତୁ । ନୂଆ ଗୃହ ନିର୍ମାଣ କରିବାର ସୁଯୋଗ ଆସିପାରେ ।

ପ୍ରତିକାର – ସିନ୍ଦୁର ଟିକା ମସ୍ତକରେ ଲଗାଇ ଘରୁ ବାହାରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :