• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 22nd June 2023: ଏହି ରାଶିର ବ୍ୟକ୍ତି ଆଜି ନିଯୁକ୍ତି କ୍ଷେତ୍ରରେ ସଫଳତା ହାସଲ କରିପାରିବେ

ସୈାର ମିଥୁନ ମାସ ଆଷାଢ ଶୁକ୍ଲପକ୍ଷ । ଇଂରାଜୀରେ ୨୨ ତାରିଖ ଗୁରୁବାର । ଚନ୍ଦ୍ର – କର୍କଟ ରାତ୍ରି ୦୪.୧୭ ଗତେ ସିଂହ,ତିଥି – ୪ର୍ଥୀ ସନ୍ଧ୍ୟା ୦୫.୨୮ ଗତେ ୫ମୀ । ଘାତ ଚନ୍ଦ୍ର – ରାତ୍ରି ୦୪.୧୭ ଗତେ କର୍କଟ, ମକର ,ଘାତ ବାର – ତୁଳା, କୁମ୍ଭ ,ପୁଷ୍କର ଦୋଷ – ନାସ୍ତି ।

Aries

ମେଷ

Thursday 22 Jun 2023

ଅଶ୍ୱନୀ – ସ୍ୱାସ୍ଥ୍ୟରେ ସୁଧାର ସାଙ୍ଗକୁ ମାନସିକ ସି୍ଥରତା ଅକ୍ଷୁଣ୍ଣ ରହିବ । କର୍ମକ୍ଷେତ୍ରରେ ଦକ୍ଷତା ବୃଦ୍ଧି ସହ ସହକର୍ମୀ ସହନାଭୁତି ପ୍ରଦର୍ଶନ କରିବେ । ଶିକ୍ଷା କ୍ଷେତ୍ରରେ ଆପଣଙ୍କୁ କମ୍ ପରିଶ୍ରମରେ ଅଧିକ ଫଳ ପାଇବେ ।

ଦ୍ୱିଜା – ପାରିବାରିକ ଜୀବନରେ ବୁଝାବଣା ନେଇ ତିକ୍ତତା ଦୂରେଇବାରେ ବନ୍ଧୁଙ୍କ ଅବଦାନ ଅବିସ୍ମରଣୀୟ ରହିବ । ରାଜନୈତିକ ଆଲୋଚନା କ୍ଷେତ୍ରରେ ଶୁଭଫଳ ପାଇବେ ।

କୃତିକା – ଯେଉଁ ବ୍ୟବସାୟ ଆରମ୍ଭ କରିବା ପାଇଁ ଭାବୁଥିବେ ତାହା ଶୀଘ୍ର ଆରମ୍ଭ କରନ୍ତୁ । କଳାକାର ମାନଙ୍କୁ ଭଲ ସୁଯୋଗ ମିଳିବ । ମାଲିକମକଦ୍ଦମାରେ ଓକିଲଙ୍କ ସାହାର‌୍ୟ୍ୟ ପାଇବେ ।

ପ୍ରତିକାର - ହନୁମାନଙ୍କର ପୂଜା ସହିତ ଚାଳିଶା ପାଠ କରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :