• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 22nd June 2023: ଏହି ରାଶିର ବ୍ୟକ୍ତି ଆଜି ନିଯୁକ୍ତି କ୍ଷେତ୍ରରେ ସଫଳତା ହାସଲ କରିପାରିବେ

ସୈାର ମିଥୁନ ମାସ ଆଷାଢ ଶୁକ୍ଲପକ୍ଷ । ଇଂରାଜୀରେ ୨୨ ତାରିଖ ଗୁରୁବାର । ଚନ୍ଦ୍ର – କର୍କଟ ରାତ୍ରି ୦୪.୧୭ ଗତେ ସିଂହ,ତିଥି – ୪ର୍ଥୀ ସନ୍ଧ୍ୟା ୦୫.୨୮ ଗତେ ୫ମୀ । ଘାତ ଚନ୍ଦ୍ର – ରାତ୍ରି ୦୪.୧୭ ଗତେ କର୍କଟ, ମକର ,ଘାତ ବାର – ତୁଳା, କୁମ୍ଭ ,ପୁଷ୍କର ଦୋଷ – ନାସ୍ତି ।

Taurus

ବୃଷ

Thursday 22 Jun 2023

କୃତିକା - ସ୍ୱାସ୍ଥ୍ୟ ଭଲ ରହିବା ସହିତ ସବୁ କାର୍ଯ୍ୟ କରି ପାରିବେ । ବ୍ୟବସାୟର ପଥ ସୁଗମ ହେବ । ସଂସାରିକ ଜୀବନ ଖୁବ ଭଲ ରହିବ । ପ୍ରେମ ସମ୍ପର୍କ ମଧୁର ରହିବ

ରୋହିଣୀ – ଚାକିରୀ ଆଦି କର୍ମକ୍ଷେତ୍ରରେ ଅପମାନିତ ହୋଇପାରନ୍ତି । ପିଲାମାନେ ପରିଶ୍ରମୀ ହେବେ । ପ୍ରଶାସନିକ ସ୍ତରରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବାକୁ ପଡିପାରେ।

ମୃଗଶିରା – ଜମି ମାମଲା ତୁଟି ଯିବ । ମହିଳା ମାନେ ସୁଗୁଣ ହେବେ । କ୍ରୀଡ଼ା, ସଙ୍ଗୀତ ପ୍ରତିଯୋଗିତାରେ ସଫଳତା ଯୋଗୁ ମନ ଖୁସି ରହିବ।

ପ୍ରତିକାର – ଶୁକ୍ରଙ୍କର ଗାୟତ୍ରି ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :