• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 22nd June 2023: ଏହି ରାଶିର ବ୍ୟକ୍ତି ଆଜି ନିଯୁକ୍ତି କ୍ଷେତ୍ରରେ ସଫଳତା ହାସଲ କରିପାରିବେ

ସୈାର ମିଥୁନ ମାସ ଆଷାଢ ଶୁକ୍ଲପକ୍ଷ । ଇଂରାଜୀରେ ୨୨ ତାରିଖ ଗୁରୁବାର । ଚନ୍ଦ୍ର – କର୍କଟ ରାତ୍ରି ୦୪.୧୭ ଗତେ ସିଂହ,ତିଥି – ୪ର୍ଥୀ ସନ୍ଧ୍ୟା ୦୫.୨୮ ଗତେ ୫ମୀ । ଘାତ ଚନ୍ଦ୍ର – ରାତ୍ରି ୦୪.୧୭ ଗତେ କର୍କଟ, ମକର ,ଘାତ ବାର – ତୁଳା, କୁମ୍ଭ ,ପୁଷ୍କର ଦୋଷ – ନାସ୍ତି ।

Aquarius

କୁମ୍ଭ

Thursday 22 Jun 2023

ଧନିଷ୍ଠା – ପାରିବାରିକ ସି୍ଥରତା ହଠାତ୍ ଆସି ନପାରେ । ବନ୍ଧୁଙ୍କ ସାନ୍ନିଧ୍ୟ ଲାଭରୁ ଏକାନ୍ତବୋଧ ହ୍ରାସ ପାଇବ । କର୍ମକ୍ଷେତ୍ରରେ ସରକାରୀ ସ୍ତରରେ ସମ୍ମାନିତ ହେବେ

ଶତଭିଷା – ସଭାସମିତି କ୍ଷେତ୍ରରେ ପ୍ରଶଂସିତ ହେବେ । ପରିବହନ କ୍ଷେତ୍ରରେ ଆଶା ଠାରୁ ଅଧିକ ଫଳ ପାଇବ । ବିଦ୍ୟାର୍ଥୀ ମାନେ ଉଚ୍ଚ ଶିକ୍ଷା ଲାଭ କରିବେ ।

ପୂ , ଭାଦ୍ରପଦ – ଘରଭଡାକୁ କେନ୍ଦ୍ରକରି ସମସ୍ୟା ଦେଖା ଦେଇପାରେ । ମହିଳା ମାନେ ମାଙ୍ଗଳିକ କାର‌୍ୟ୍ୟରେ ଯୋଗ ଦେବେ ।

ପ୍ରତିକାର – ନୀଳ ରଙ୍ଗର ପୋଷାକ ବ୍ୟବହାର କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :