• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 22nd June 2023: ଏହି ରାଶିର ବ୍ୟକ୍ତି ଆଜି ନିଯୁକ୍ତି କ୍ଷେତ୍ରରେ ସଫଳତା ହାସଲ କରିପାରିବେ

ସୈାର ମିଥୁନ ମାସ ଆଷାଢ ଶୁକ୍ଲପକ୍ଷ । ଇଂରାଜୀରେ ୨୨ ତାରିଖ ଗୁରୁବାର । ଚନ୍ଦ୍ର – କର୍କଟ ରାତ୍ରି ୦୪.୧୭ ଗତେ ସିଂହ,ତିଥି – ୪ର୍ଥୀ ସନ୍ଧ୍ୟା ୦୫.୨୮ ଗତେ ୫ମୀ । ଘାତ ଚନ୍ଦ୍ର – ରାତ୍ରି ୦୪.୧୭ ଗତେ କର୍କଟ, ମକର ,ଘାତ ବାର – ତୁଳା, କୁମ୍ଭ ,ପୁଷ୍କର ଦୋଷ – ନାସ୍ତି ।

Gemini

ମିଥୁନ

Thursday 22 Jun 2023

ମୃଗଶିରା - ମାନସିକ ସୁସ୍ଥତା ରହି ନପାରେ । ବ୍ୟବସାୟ କ୍ଷେତ୍ରରେ ଭାବୁଥିବା କାମଟି ପୂର୍ଣ୍ଣାଙ୍ଗ କରିବା ପାଇଁ ଚେଷ୍ଟା କରିବେ । ସାଂସ୍କୃତିକ କାର‌୍ୟ୍ୟକ୍ରମରେ ଯୋଗ ଦେବା ସକାଶେ ଆହୂତ ହୋଇପାରନ୍ତି ।

ଆଦ୍ରା - ପ୍ରଶାସନିକ ଆଲୋଚନା କ୍ଷେତ୍ରରେ ଅପରାହ୍ନ ସମୟ ଟେନସନ୍ କିଛି ମାତ୍ରରେ କମିଯିବ । କୈାଣସି ନୂତନ ବନ୍ଧୁତ୍ୱ ସାଙ୍ଗକୁ କର୍ମକ୍ଷେତ୍ର ପାଇଁ ଅନୁକୂଳ ବାତାବରଣ ସୃଷ୍ଟି ହେବ ।

ପୁନର୍ବସୁ - କିଣାବିକା କ୍ଷେତ୍ରରେ ସତର୍କତା ଅବଲମ୍ବନ ନକଲେ ଠକାମିରେ ପଡିପାରନ୍ତି । ପରିବାରରେ ପିଲାଙ୍କ ବିଶୃଙ୍ଖଳିତ ଆଚରଣ ଓ ଜିଦ୍ ମନକୁ ବିଭାନ୍ତ କରିପାରନ୍ତି ।

ପ୍ରତିକାର – ତ୍ରିପୁରା ସୁନ୍ଦରୀଙ୍କର ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :