• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 22nd June 2023: ଏହି ରାଶିର ବ୍ୟକ୍ତି ଆଜି ନିଯୁକ୍ତି କ୍ଷେତ୍ରରେ ସଫଳତା ହାସଲ କରିପାରିବେ

ସୈାର ମିଥୁନ ମାସ ଆଷାଢ ଶୁକ୍ଲପକ୍ଷ । ଇଂରାଜୀରେ ୨୨ ତାରିଖ ଗୁରୁବାର । ଚନ୍ଦ୍ର – କର୍କଟ ରାତ୍ରି ୦୪.୧୭ ଗତେ ସିଂହ,ତିଥି – ୪ର୍ଥୀ ସନ୍ଧ୍ୟା ୦୫.୨୮ ଗତେ ୫ମୀ । ଘାତ ଚନ୍ଦ୍ର – ରାତ୍ରି ୦୪.୧୭ ଗତେ କର୍କଟ, ମକର ,ଘାତ ବାର – ତୁଳା, କୁମ୍ଭ ,ପୁଷ୍କର ଦୋଷ – ନାସ୍ତି ।

Cancer

କର୍କଟ

Thursday 22 Jun 2023

ପୁନର୍ବସୁ - ପାରିବାରିକ ସମସ୍ୟାକୁ ସମାଧାନ କରିବା ସକାଶେ ଚେଷ୍ଟିତ ହେବେ । ଯାନବାହନ ଚାଳନାରେ ସତର୍କତା ଅବଲମ୍ବନ କରନ୍ତୁ । ବ୍ୟବସାୟରେ ଆୟ ବ୍ୟୟ ସମାନ ରହିବ

ପୁଷ୍ୟା – ଚାକିରୀରେ ସାମାନ୍ୟ ଅବହେଳା କରିବେ । ପିଲାମାନେ ପରିଶ୍ରମ କରି ମଧ୍ୟ ବିଫଳ ହେବେ । ବକେୟା ଅର୍ଥ ଆଦାୟ କରିବାରେ ବିଭିନ୍ନ ପ୍ରକାର କୌଶଳ ଅବଲମ୍ବନ କରିବାକୁ ପଡ଼ିପାରେ ।

ଅଶ୍ଳେଷା - ବିବାଦୀୟ ଘଟଣାରେ ଆପୋସ ଆଲୋଚନା ଦ୍ୱାରା ସମସ୍ୟାର ସମାଧାନ ହୋଇଯିବ । ରାଜନୀତିରେ ପଦବୀ ପ୍ରାପ୍ତ ହୋଇପାରେ । ମହିଳା ମାନେ ବନ୍ଧୁଙ୍କ ସହିତ ସମୟ କଟିବେ

ପ୍ରତିକାର –ଧଳା ରଙ୍ଗର ପୋଷାକ ବ୍ୟବହାର କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :