• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 22nd June 2023: ଏହି ରାଶିର ବ୍ୟକ୍ତି ଆଜି ନିଯୁକ୍ତି କ୍ଷେତ୍ରରେ ସଫଳତା ହାସଲ କରିପାରିବେ

ସୈାର ମିଥୁନ ମାସ ଆଷାଢ ଶୁକ୍ଲପକ୍ଷ । ଇଂରାଜୀରେ ୨୨ ତାରିଖ ଗୁରୁବାର । ଚନ୍ଦ୍ର – କର୍କଟ ରାତ୍ରି ୦୪.୧୭ ଗତେ ସିଂହ,ତିଥି – ୪ର୍ଥୀ ସନ୍ଧ୍ୟା ୦୫.୨୮ ଗତେ ୫ମୀ । ଘାତ ଚନ୍ଦ୍ର – ରାତ୍ରି ୦୪.୧୭ ଗତେ କର୍କଟ, ମକର ,ଘାତ ବାର – ତୁଳା, କୁମ୍ଭ ,ପୁଷ୍କର ଦୋଷ – ନାସ୍ତି ।

Virgo

କନ୍ୟା

Thursday 22 Jun 2023

ଉ , ଫାଲଗୁନୀ – ଶାରୀରିକ ସମସ୍ୟା ଦୂରହେବ । ଶିଳ୍ପ, ବାଣିଜ୍ୟ, ପରିବହନ ସ୍ତରରେ ବ୍ୟସ୍ତତା ଦୂର ହୋଇଯିବ । ସମସ୍ତଙ୍କ ସହିତ ନମ୍ରତା ପୂର୍ଣ୍ଣ ବ୍ୟବହାର କରନ୍ତୁ

ହସ୍ତା – ପାରିବାରିକ ଜୀବନରେ କେତେକ ବ୍ୟତିକ୍ରମ ରହିଥିଲେ ମଧ୍ୟ ବିଶେଷ କିଛି ଅସୁବିଧା ହେବ ନାହିଁ । ଚାକିରୀକ୍ଷେତ୍ରରେ ଅପବାଦ ସହିବାକୁ ପଡିବ । ପିଲାମାନେ ଅପଯଶ ପାଇପାରନ୍ତି

ଚିତ୍ରା – ମାଲିମକଦମାରେ ସାମାନ୍ୟ ଅଶାନ୍ତି ଆସିପାରେ । ବନ୍ଧୁମାନଙ୍କ ସହଯୋଗ ହେତୁ ସଫଳତା ହାସଲ କରିବେ। ମହିଳା ମାନେ ଧର୍ମପାରାୟଣ ରହିବେ

ପ୍ରତିକାର – ମିଠା ଖାଇ ଘରୁ ବାହରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :