• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 22nd June 2023: ଏହି ରାଶିର ବ୍ୟକ୍ତି ଆଜି ନିଯୁକ୍ତି କ୍ଷେତ୍ରରେ ସଫଳତା ହାସଲ କରିପାରିବେ

ସୈାର ମିଥୁନ ମାସ ଆଷାଢ ଶୁକ୍ଲପକ୍ଷ । ଇଂରାଜୀରେ ୨୨ ତାରିଖ ଗୁରୁବାର । ଚନ୍ଦ୍ର – କର୍କଟ ରାତ୍ରି ୦୪.୧୭ ଗତେ ସିଂହ,ତିଥି – ୪ର୍ଥୀ ସନ୍ଧ୍ୟା ୦୫.୨୮ ଗତେ ୫ମୀ । ଘାତ ଚନ୍ଦ୍ର – ରାତ୍ରି ୦୪.୧୭ ଗତେ କର୍କଟ, ମକର ,ଘାତ ବାର – ତୁଳା, କୁମ୍ଭ ,ପୁଷ୍କର ଦୋଷ – ନାସ୍ତି ।

Scorpio

ବିଛା

Thursday 22 Jun 2023

ବିଶାଖା – ଆଗରୁ ଭୋଗୁଥିବା ଶାରିରୀକ ସମସ୍ୟାର ଉନ୍ନତି ହେବ । ବ୍ୟବସାୟରେ ତ୍ରିଷ୍ଟି ରହିଲେ ମଧ୍ୟ ଆଶାନୁରୂପକ ଲାଭ ନାହିଁ । ପାରିବାରିକ ଜୀବନରେ ଖର୍ଚ୍ଚର ପରିମାଣ ବଢିବ ।

ଅନୁରାଧା – କର୍ମକ୍ଷେତ୍ରରେ ଯେଉଁ କାର୍ଯ୍ୟ ହାତକୁ ନେବେ ସେଥିରେ ବିଫଳ ହେବେ । ପ୍ରତ୍ୟେକ କ୍ଷେତ୍ରରେ ଧୈର‌୍ୟ୍ୟହରା ନ ହୋଇ କାର୍ଯ୍ୟ କଲେ ଉପକୃତ ହେବେ । ପିଲାମାନେ ରୋଗାକ୍ରାନ୍ତ ହେବେ

ଜ୍ୟେଷ୍ଠା – ସାମାଜିକ ସ୍ତରରେ ଗଠନମୂଳକ କାର‌୍ୟ୍ୟରୁ ପ୍ରଶଂସିତ ହେବେ । କୋର୍ଟରେ ଶୁଭ ଫଳ ପାଇବେ । ମହିଳାମାନେ ନିରାଶବାଦୀ ରହିବେ

ପ୍ରତିକାର – ସୂର୍ଯ୍ୟ ଦେବତାଙ୍କୁ ନାଲି ମନ୍ଦାର ଅର୍ପଣ କରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :