ସୈାର ମିଥୁନ ମାସ ଆଷାଢ ଶୁକ୍ଲପକ୍ଷ । ଇଂରାଜୀରେ ୨୨ ତାରିଖ ଗୁରୁବାର । ଚନ୍ଦ୍ର – କର୍କଟ ରାତ୍ରି ୦୪.୧୭ ଗତେ ସିଂହ,ତିଥି – ୪ର୍ଥୀ ସନ୍ଧ୍ୟା ୦୫.୨୮ ଗତେ ୫ମୀ । ଘାତ ଚନ୍ଦ୍ର – ରାତ୍ରି ୦୪.୧୭ ଗତେ କର୍କଟ, ମକର ,ଘାତ ବାର – ତୁଳା, କୁମ୍ଭ ,ପୁଷ୍କର ଦୋଷ – ନାସ୍ତି ।
ଉ , ଷାଢା - ଶାରୀରିକ ଅସୁସ୍ଥତା ଓ ଧନ ବ୍ୟୟର ସୂଚନା ମିଳିବ । ପିଲାମାନେ ମଧ୍ୟ୍ୟମ ଧରଣର ଫଳ ପାଇବେ । କାମରେ ଭଲ ପ୍ରଦର୍ଶନ ପାଇଁ କିଛି ନୂଆ କରିବେ
ଶ୍ରବଣା – ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବା ପୂର୍ବରୁ ପରିବାର ସହ ଆଲୋଚନା କରିବା ଭଲ ହେବ । ରାଜନୀତିରେ ସତର୍କ ରହି କାର୍ଯ୍ୟ କରନ୍ତୁ । ଚାକିରୀରେ ଅଧିକ ପରିଶ୍ରମ କରିବାକୁ ପଡିବ ।
ଧନିଷ୍ଠା – କଳା, ସାହିତ୍ୟ ଓ ସଙ୍ଗୀତ କ୍ଷେତ୍ରରେ ସଫଳତା ଅର୍ଜନ କରିବେ । ଭୂ- ସମ୍ପତିରେ ଭାବିଚିନ୍ତି ପଇସା ନିବେଶ କରନ୍ତୁ । ମହିଳା ମାନେ ସନ୍ତାନଙ୍କ ଚିନ୍ତାରେ ରହିବେ
ପ୍ରତିକାର – ମାଆ ଶାରଳାଙ୍କ ଆରଧନା କରନ୍ତୁ
ଶୁଭ ରଙ୍ଗ :ନୀଳ
ଶୁଭ ସଂଖ୍ୟା :୮