• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 22nd June 2024: ଏହି ରାଶିର ବ୍ୟକ୍ତି ଆଜି ଜମିବାଡି ସମସ୍ୟାରୁ ମୁକ୍ତି ପାଇବେ

ସୌର ବୃଷମାସ ଜ୍ୟେଷ୍ଠ କୃଷ୍ଣପକ୍ଷ । ଇଂରାଜୀରେ ୨୨ ତାରିଖ ଶନିବାର। ଚନ୍ଦ୍ର- ଧନୁ ଅହୋରାତ୍ର,ତିଥି- ପୂର୍ଣ୍ଣିମା ପ୍ରାତଃ ୦୬.୩୭ ଗତେ ପତିପ୍ରଦ,ଘାତଚନ୍ଦ୍ର- ତୁଳା ଓ କୁମ୍ଭ ରାଶିର ଅହୋରାତ୍ର,ଘାତବାର- ବୃଷ, ସିଂହ ଓ କନ୍ୟା ରାଶିର ପୁଷ୍କର ଦୋଷ- ୧ ପାଦ-କୃଷିହାନି-ଭୂମିଦାନ

Aries

ମେଷ

Saturday 22 Jun 2024

ଅଶ୍ୱନୀ- ପାରିବାରିକ କ୍ଷେତ୍ର ଶୃଙ୍ଖଳିତ ରହିବା ସାଙ୍ଗକୁ ଅର୍ଥଲାଭ ହୋଇପାରେ । କର୍ମକ୍ଷେତ୍ରରେ ବନ୍ଧୁଙ୍କ ପ୍ରତିଶ୍ରୁତି ପାଇ ଆସ୍ୱସ୍ତି ଅନୁଭବ କରିବେ । ବ୍ୟବସାୟରେ ସାମାନ୍ୟ ଲାଭ ମିଳିବ । ଚାକିରୀରେ ବେତନ ବୃଦ୍ଧିର ସମ୍ଭାବନା ଅଛି ।

ଦ୍ୱିଜା- ରାଜନୀତି କ୍ଷେତ୍ରରେ ଯଶ ମାନକୁ ଅଧିକ ମହତ୍ୱ ଦେଇ ସମ୍ମାନ ପାଇବେ । କଚେରି ମାମଲା କ୍ଷେତ୍ରରେ ଆଶାଜନକ ଫଳ ପାଇବେ। ସଭାସମିତିରେ ଅନ୍ୟମାନଙ୍କ ମତକୁ ସମ୍ମାନ ଦେଇ ପ୍ରଶଂସିତ ହେବେ ।

କୃତିକା- ଆକସ୍ମିକ ଭାବରେ ମୋଟା ଅଙ୍କର ଅର୍ଥ ଆବଶ୍ୟକ ହୋଇପାରେ । ସତର୍କରେ ପଦକ୍ଷପ ନନେଲେ ଲକ୍ଷ ସାଧନରେ ବିଳମ୍ବ ଘଟିବ । ମହିଳା ମାନେ ଅନ୍ୟକୁ ସାହା କରିବେ

ପ୍ରତିକାର - ହନୁମାନଙ୍କର ଆରାଧନା କରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :