• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 22nd June 2024: ଏହି ରାଶିର ବ୍ୟକ୍ତି ଆଜି ଜମିବାଡି ସମସ୍ୟାରୁ ମୁକ୍ତି ପାଇବେ

ସୌର ବୃଷମାସ ଜ୍ୟେଷ୍ଠ କୃଷ୍ଣପକ୍ଷ । ଇଂରାଜୀରେ ୨୨ ତାରିଖ ଶନିବାର। ଚନ୍ଦ୍ର- ଧନୁ ଅହୋରାତ୍ର,ତିଥି- ପୂର୍ଣ୍ଣିମା ପ୍ରାତଃ ୦୬.୩୭ ଗତେ ପତିପ୍ରଦ,ଘାତଚନ୍ଦ୍ର- ତୁଳା ଓ କୁମ୍ଭ ରାଶିର ଅହୋରାତ୍ର,ଘାତବାର- ବୃଷ, ସିଂହ ଓ କନ୍ୟା ରାଶିର ପୁଷ୍କର ଦୋଷ- ୧ ପାଦ-କୃଷିହାନି-ଭୂମିଦାନ

Taurus

ବୃଷ

Saturday 22 Jun 2024

କୃତିକା- ପରିବାରରେ ଆପଣଙ୍କ ପ୍ରାଧାନ୍ୟତା ବୃଦ୍ଧି ହୋଇପାରେ । ପ୍ରେମିକା, ପ୍ରେମିକ ମାନେ ପ୍ରେମ କ୍ଷେତ୍ରରେ ସଫଳତା ପାଇବେ । ବେମାର, ବୃଦ୍ଧିଜନ, ଓ ଅଶକ୍ତ ଲୋକଙ୍କୁ ସହଯୋଗ କରିବା ପାଇଁ ହାତ ବଢେଇବେ

ରୋହିଣୀ- ସନ୍ତାନ ମାନଙ୍କ ସଫଳତାକୁ ଦେଖି ଆପଣ ଖୁସି ଅନୁଭବ କରିବେ । ଭାବୁଥିବା କଥାକୁ ବନ୍ଧୁଙ୍କ ଆଗରେ କହି ପାରିବେ ନାହିଁ । ବାଦବିବାଦ କ୍ରମେ ଜଟିଳ ହେବ କିନ୍ତୁ ଆପଣ ସଫଳତା ହାସଲ କରିବେ ।

ମୃଗଶିରା- ଜମିବାଡି ସମସ୍ୟାରୁ ମୁକ୍ତି ପାଇବେ । ମହିଳା ମାନେ କୌଣସି ଧର୍ମାନୁଷ୍ଠାନରେ କିଛି ଅଗ୍ରଣି ଦାୟିତ୍ୱ ନେଇ ପାରନ୍ତି । କୈାଣସି ମହତ୍ୱପୂର୍ଣ୍ଣ ବ୍ୟକ୍ତିଙ୍କ ସହ ଭେଟ ହେବ

ପ୍ରତିକାର – ମା କଟକଚଣ୍ଡିଙ୍କ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :