• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 22nd June 2024: ଏହି ରାଶିର ବ୍ୟକ୍ତି ଆଜି ଜମିବାଡି ସମସ୍ୟାରୁ ମୁକ୍ତି ପାଇବେ

ସୌର ବୃଷମାସ ଜ୍ୟେଷ୍ଠ କୃଷ୍ଣପକ୍ଷ । ଇଂରାଜୀରେ ୨୨ ତାରିଖ ଶନିବାର। ଚନ୍ଦ୍ର- ଧନୁ ଅହୋରାତ୍ର,ତିଥି- ପୂର୍ଣ୍ଣିମା ପ୍ରାତଃ ୦୬.୩୭ ଗତେ ପତିପ୍ରଦ,ଘାତଚନ୍ଦ୍ର- ତୁଳା ଓ କୁମ୍ଭ ରାଶିର ଅହୋରାତ୍ର,ଘାତବାର- ବୃଷ, ସିଂହ ଓ କନ୍ୟା ରାଶିର ପୁଷ୍କର ଦୋଷ- ୧ ପାଦ-କୃଷିହାନି-ଭୂମିଦାନ

Aquarius

କୁମ୍ଭ

Saturday 22 Jun 2024

ଧନିଷ୍ଠା- ଅସନ୍ତୋଷକୁ ବନ୍ଧୁଙ୍କ ସମ୍ମୁଖରେ ବଖାଣି ଓଲଟା ଫଳ ଭୋଗିବେ । ପରିବାର ସଦସ୍ୟଙ୍କ କାର‌୍ୟ୍ୟ ମନକୁ ନ ପାଇଲେ ମଧ୍ୟ କିଛି କରିବାର ଉପାୟ ପାଇବେ ନାହିଁ । କର୍ମକ୍ଷେତ୍ରରେ ଅନ୍ୟମନସ୍କ ହେତୁ କେତେକ ବ୍ୟତିକ୍ରମ ପରିଲକ୍ଷିତ ହେବ।

ଶତଭିଷା- ବ୍ୟବସାୟ ସମ୍ବନ୍ଧୀୟ ସମସ୍ତ ଜରୁରୀ କାର୍ଯ୍ୟ ଓ ଆବଶ୍ୟକ ଅର୍ଥ ଆଦାନ ପ୍ରଦାନ ସୁଚାରୁରୂପେ ହେବ । ଘରଭଡ଼ାକୁ କେନ୍ଦ୍ର କରି ବିତର୍କର ସମ୍ମୁଖୀନ ହୋଇପାରନ୍ତି । ନିଜ ଲୋକଙ୍କ ଅନାଦର ଭାବ ମନକୁ ସାମୟିକ ବ୍ୟଥିତ କରିପାରେ।

ପୂ,ଭାଦ୍ରପଦ- ମହିଳା ମାନେ ଭ୍ରମଣର ସୁଯୋଗ ପାଇବେ । ଅନେକ ଦିନରୁ ଧାର‌୍ୟ୍ୟ କରିଥିବା ଲକ୍ଷ ପୂରଣ କରିବେ । ଜମିଜମା ଜନିତ କ୍ରୟ,ବିକ୍ରୟରୁ ଲାଭ କମାଇ ପାରିବେ ।

ପ୍ରତିକାର – ଶନିଙ୍କର ଗାୟତ୍ରୀ ପାଠ କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :