• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 22nd June 2024: ଏହି ରାଶିର ବ୍ୟକ୍ତି ଆଜି ଜମିବାଡି ସମସ୍ୟାରୁ ମୁକ୍ତି ପାଇବେ

ସୌର ବୃଷମାସ ଜ୍ୟେଷ୍ଠ କୃଷ୍ଣପକ୍ଷ । ଇଂରାଜୀରେ ୨୨ ତାରିଖ ଶନିବାର। ଚନ୍ଦ୍ର- ଧନୁ ଅହୋରାତ୍ର,ତିଥି- ପୂର୍ଣ୍ଣିମା ପ୍ରାତଃ ୦୬.୩୭ ଗତେ ପତିପ୍ରଦ,ଘାତଚନ୍ଦ୍ର- ତୁଳା ଓ କୁମ୍ଭ ରାଶିର ଅହୋରାତ୍ର,ଘାତବାର- ବୃଷ, ସିଂହ ଓ କନ୍ୟା ରାଶିର ପୁଷ୍କର ଦୋଷ- ୧ ପାଦ-କୃଷିହାନି-ଭୂମିଦାନ

Pisces

ମୀନ

Saturday 22 Jun 2024

ପୂ,ଭାଦ୍ରପଦ- କର୍ମକ୍ଷେତ୍ରରେ ଅନ୍ୟମାନଙ୍କ ମତକୁ ସମ୍ମାନ ଦେଇ ପ୍ରଶଂସିତ ହେବେ । କିଛିଟା ଲୋଭନୀୟ ପ୍ରତିଶ୍ରୁତି ପ୍ରଦାନ କରି ବନ୍ଧୁଙ୍କ ସହ ନୂଆ ସମ୍ପର୍କରୁ ଖୁସି ରହିବେ । ନୂଆ କାର‌୍ୟ୍ୟ ପାଇଁ ପ୍ଲାଲିଙ୍ଗ କରି ପାରନ୍ତି , ଯାହା ଆପଣଙ୍କୁ ସଫଳତା ଆଣିଦେବ

ଉ,ଭାଦ୍ରପଦ- ବ୍ୟବସାୟରେ ବ୍ୟୟର ଭାର ବଢି ଚାଲିବ । ଲୋକ ମାନଙ୍କ ସହଯୋଗ ଆପଣଙ୍କ ମନବଳକୁ ସୁଦୃଢ କରିବ । ଦାମ୍ପତ୍ୟ ଜୀବନକୁ ନେଇ ଖୁସି ରହିବେ ।

ରେବତୀ- ଅଜଣା ବ୍ୟକ୍ତିଙ୍କ ଉପରେ ଭରସା କରନ୍ତୁ ନାହିଁ । ଅନ୍ୟର ଭଲ କରିବାକୁ ଯାଇ ଅପମାନିତ । ଅନ୍ୟମାନଙ୍କର କଥା ଓ କାର‌୍ୟ୍ୟକଳାପ ଯୋଗୁ ନିଜକୁ ଅସହାୟ ମନେ କରିବେ ।

ପ୍ରତିକାର – ବୃହସ୍ପତିଙ୍କର ବିଗ୍ରହକୁ ପୂଜାର୍ଚ୍ଚନା ସହିତ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :