• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 22nd June 2024: ଏହି ରାଶିର ବ୍ୟକ୍ତି ଆଜି ଜମିବାଡି ସମସ୍ୟାରୁ ମୁକ୍ତି ପାଇବେ

ସୌର ବୃଷମାସ ଜ୍ୟେଷ୍ଠ କୃଷ୍ଣପକ୍ଷ । ଇଂରାଜୀରେ ୨୨ ତାରିଖ ଶନିବାର। ଚନ୍ଦ୍ର- ଧନୁ ଅହୋରାତ୍ର,ତିଥି- ପୂର୍ଣ୍ଣିମା ପ୍ରାତଃ ୦୬.୩୭ ଗତେ ପତିପ୍ରଦ,ଘାତଚନ୍ଦ୍ର- ତୁଳା ଓ କୁମ୍ଭ ରାଶିର ଅହୋରାତ୍ର,ଘାତବାର- ବୃଷ, ସିଂହ ଓ କନ୍ୟା ରାଶିର ପୁଷ୍କର ଦୋଷ- ୧ ପାଦ-କୃଷିହାନି-ଭୂମିଦାନ

Gemini

ମିଥୁନ

Saturday 22 Jun 2024

ମୃଗଶିରା-ପାରିବାରିକ ଜୀବନ ସୁଖରେ କଟିବା ସହିତ ବିଳାସବ୍ୟସନ ପ୍ରତି ରୁଚି ବଳିବ । ଅର୍ଥନୈତିକ ଅଭିବୃଦ୍ଧି ଓ ବୈଷୟିକ ସୁଖ, ସମୃଦ୍ଧି ମନକୁ ଖୁସି କରିବାରେ ସାହାଯ୍ୟ କରିବ । ପୁରୁଣା ରାଗ ଶୁଝାଇବା ସକାଶେ କେହି ଜଣେ ମିଥ୍ୟା ଅଭିଯୋଗ ଆଣିପାରନ୍ତି।

ଆଦ୍ରା- ରାଜନିତିରେ ମିଥ୍ୟା ଗୁଜବ ମନକୁ ଅତଙ୍କିତ କରିବା ସହ ଅସି୍ଥରତା ସୃଷ୍ଟି କରିବ । ବିଦ୍ୟାର୍ଥୀ ମାନେ ବିଦେଶ ଯାଇପାରନ୍ତି । ନିଜର ପରିସର ବୃଦ୍ଧି ପାଇଁ ଯଥା ସମ୍ଭବ ପ୍ରୟାସ କରିବେ ।

ପୁନର୍ବସୁ- ଜମିଜମା ବିବାଦ ଜଟିଳ ହୋଇପାରେ । ଛୋଟବଡ ବିବାଦକୁ ଛାଡିଦେଲେ ସବୁ ଦୃଷ୍ଟିରୁ ଆପଣଙ୍କ ପାଇଁ ଅନୁକୂଳ ରହିବ । ମହିଳା ମାନେ ସହଯୋଗର ହାତ ବଢାଇବେ

ପ୍ରତିକାର – ବିଷ୍ଣୁଙ୍କର ସହସ୍ର ନାମ ପାଠ କରନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :