• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 22nd June 2024: ଏହି ରାଶିର ବ୍ୟକ୍ତି ଆଜି ଜମିବାଡି ସମସ୍ୟାରୁ ମୁକ୍ତି ପାଇବେ

ସୌର ବୃଷମାସ ଜ୍ୟେଷ୍ଠ କୃଷ୍ଣପକ୍ଷ । ଇଂରାଜୀରେ ୨୨ ତାରିଖ ଶନିବାର। ଚନ୍ଦ୍ର- ଧନୁ ଅହୋରାତ୍ର,ତିଥି- ପୂର୍ଣ୍ଣିମା ପ୍ରାତଃ ୦୬.୩୭ ଗତେ ପତିପ୍ରଦ,ଘାତଚନ୍ଦ୍ର- ତୁଳା ଓ କୁମ୍ଭ ରାଶିର ଅହୋରାତ୍ର,ଘାତବାର- ବୃଷ, ସିଂହ ଓ କନ୍ୟା ରାଶିର ପୁଷ୍କର ଦୋଷ- ୧ ପାଦ-କୃଷିହାନି-ଭୂମିଦାନ

Cancer

କର୍କଟ

Saturday 22 Jun 2024

ପୁନର୍ବସୁ- ମାନସିକ ସ୍ଥିରତା ଦେଖାଦେବା ସହ କାମରେ ପରିଶ୍ରମ କରି ପ୍ରଂଶସିତ ହେବେ । ବ୍ୟବସାୟରେ ଆୟ ଅପେକ୍ଷା ବ୍ୟୟ ଅଧିକ ହୋଇପାରେ । ପ୍ରେମିକ ପ୍ରେମିକା ମାନେ ପରସ୍ପର ଠାରୁ ଦୂରତ୍ୱ ଅବଲମ୍ବନ କରିବେ

ପୁଷ୍ୟା- ରାଜନୀତିରେ ମହତ୍ୱାକାଂକ୍ଷା ପୂରା ହେବ । ଚାକିରି ବୃତିରେ ଅଧୁରା ସ୍ୱପ୍ନ ପୂରା ହୋଇପାରେ । ପିଲାମାନେ ଦ୍ୱନ୍ଦ ଭିତରକୁ ପ୍ରବେଶ କରିବେ ।

ଅଶ୍ଲେଷା- ସାମାଜିକ ଆଦୃତି ମାଧ୍ୟମରେ ସୁଖ ସମ୍ମାନ ପ୍ରଦାନ କରିବ । କୈାଣସି ପୁରୁଣା ମକଦ୍ଦମା ଉପରେ ମନୋନିବେଶ କରିବେ । ବନ୍ଧୁତ୍ୱ ସମ୍ପର୍କରେ କିଛି ଉନ୍ନତି ଆସିବ ଏବଂ ତାଙ୍କ ସହିତ ମିଶି କିଛି ନୂଆ ଯୋଜନା କରିବେ

ପ୍ରତିକାର – ଜଳ ସୋତରେ ଭାସୁଥିବା ମାଛଙ୍କୁ ଖାଦ୍ୟ ଦିଅନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :