• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 22nd June 2024: ଏହି ରାଶିର ବ୍ୟକ୍ତି ଆଜି ଜମିବାଡି ସମସ୍ୟାରୁ ମୁକ୍ତି ପାଇବେ

ସୌର ବୃଷମାସ ଜ୍ୟେଷ୍ଠ କୃଷ୍ଣପକ୍ଷ । ଇଂରାଜୀରେ ୨୨ ତାରିଖ ଶନିବାର। ଚନ୍ଦ୍ର- ଧନୁ ଅହୋରାତ୍ର,ତିଥି- ପୂର୍ଣ୍ଣିମା ପ୍ରାତଃ ୦୬.୩୭ ଗତେ ପତିପ୍ରଦ,ଘାତଚନ୍ଦ୍ର- ତୁଳା ଓ କୁମ୍ଭ ରାଶିର ଅହୋରାତ୍ର,ଘାତବାର- ବୃଷ, ସିଂହ ଓ କନ୍ୟା ରାଶିର ପୁଷ୍କର ଦୋଷ- ୧ ପାଦ-କୃଷିହାନି-ଭୂମିଦାନ

Leo

ସିଂହ

Saturday 22 Jun 2024

ମଘା- କଠିନ ଶ୍ରମ ସାମୟିକ ଭାବରେ ଶାରୀରିକ ଅସୁସ୍ଥି ଅନୁଭବ କରିପାରନ୍ତି । ଆଜିର କର୍ମକ୍ଷେତ୍ରରେ ସମ୍ମାନନୀୟ ବ୍ୟକ୍ତି ବିଶେଷ ସହାୟତା କରିବେ। ପଡ଼ୋଶୀଙ୍କ ସହ ସୁସମ୍ପର୍କ ରକ୍ଷା କରିବାରେ ସମର୍ଥ ହେବେ

ପୂ,ଫାଲଗୁନି- ପ୍ରେମିକ ପ୍ରେମିକା ମାନେ ପ୍ରେମ କ୍ଷେତ୍ରରେ ସଫଳତାର ସୁଯୋଗ ପାଇବେ । ଶତୃ ବୃଦ୍ଧି ହେଲେ ମଧ୍ୟ ଯେ କୌଣସି କାର୍ଯ୍ୟରେ ହାତ ଦେଲେ ବିଜୟୀ ହେବେ ।

ଉ,ଫାଲଗୁନି- ମାଙ୍ଗଳିକ କାର‌୍ୟ୍ୟ କରିବା ପାଇଁ ବିଚାର କରିବେ । ନୂଆ କଳାକୈାଶଳ ଶିଖିବାକୁ ସୁଯୋଗ ମିଳିବ । ରାଜନୀତିରେ ଥିବା ବ୍ୟକ୍ତି ମାନେ ସଫଳତା ପାଇବେ

ପ୍ରତିକାର – ସୂର୍ଯ୍ୟ ଦେବତାଙ୍କର ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ନାରଙ୍ଗୀ

ଶୁଭ ସଂଖ୍ୟା :