• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 22nd June 2024: ଏହି ରାଶିର ବ୍ୟକ୍ତି ଆଜି ଜମିବାଡି ସମସ୍ୟାରୁ ମୁକ୍ତି ପାଇବେ

ସୌର ବୃଷମାସ ଜ୍ୟେଷ୍ଠ କୃଷ୍ଣପକ୍ଷ । ଇଂରାଜୀରେ ୨୨ ତାରିଖ ଶନିବାର। ଚନ୍ଦ୍ର- ଧନୁ ଅହୋରାତ୍ର,ତିଥି- ପୂର୍ଣ୍ଣିମା ପ୍ରାତଃ ୦୬.୩୭ ଗତେ ପତିପ୍ରଦ,ଘାତଚନ୍ଦ୍ର- ତୁଳା ଓ କୁମ୍ଭ ରାଶିର ଅହୋରାତ୍ର,ଘାତବାର- ବୃଷ, ସିଂହ ଓ କନ୍ୟା ରାଶିର ପୁଷ୍କର ଦୋଷ- ୧ ପାଦ-କୃଷିହାନି-ଭୂମିଦାନ

Virgo

କନ୍ୟା

Saturday 22 Jun 2024

ଉ,ଫଳଗୁନି- ଅଧିକ ଭାଗ୍ୟଦାରୀ ହୋଇ ନିଜ ଗୋଡରେ ନିଜେ ଠିଆ ହେବାକୁ ସାହସ ବାନ୍ଧିବେ । କର୍ମ କ୍ଷେତ୍ରରେ ଅନ୍ୟ ମାନେ ଆପଣଙ୍କର କର୍ମ କରିବାର ଶୈଳିକୁ ବୁଝିପାରିବେ ନାହିଁ । ମିଠା କଥା କହି ବନ୍ଧୁଙ୍କ ମନରେ ବିଶ୍ୱାସ ଜନ୍ମାଇବେ ।

ହସ୍ତା- ବାଣିଜ୍ୟ ବ୍ୟବସାୟ ଓ ପରିବହନରେ ପ୍ରତିଦ୍ୱନ୍ଦିତା ବଢିବ । ରାଜନୀତି କ୍ଷେତ୍ରରେ ଆପଣା ଲୋକଙ୍କ ସହଯୋଗ ବୃଦ୍ଧି ପାଇଁ ନିଃସଙ୍ଗତା ବୋଧର ପୀଡା ଦୂରେଇ ଯିବ ।

ଚିତ୍ରା- ନିଜ ସାମର୍ଥ୍ୟ ଅନୁଯାୟୀ ସରଳ ଭାବେ କାମ ପୁରା କରିବେ । ଋଣ କ୍ଷେତ୍ରରେ ଅର୍ଥ ଲାଭ କରିବେ । ଈର୍ଷାପରାୟଣ ବ୍ୟକ୍ତିମାନେ ପ୍ରତିଷ୍ଠା ଓ ପ୍ରଂଶସାକୁ ସହି ନପାରି କଟୁ ମନ୍ତବ୍ୟ ଦେଇପାରନ୍ତି ।

ପ୍ରତିକାର - ସର୍ବକାର‌୍ୟ୍ୟ ସିଦ୍ଧି ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :