• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 22nd June 2024: ଏହି ରାଶିର ବ୍ୟକ୍ତି ଆଜି ଜମିବାଡି ସମସ୍ୟାରୁ ମୁକ୍ତି ପାଇବେ

ସୌର ବୃଷମାସ ଜ୍ୟେଷ୍ଠ କୃଷ୍ଣପକ୍ଷ । ଇଂରାଜୀରେ ୨୨ ତାରିଖ ଶନିବାର। ଚନ୍ଦ୍ର- ଧନୁ ଅହୋରାତ୍ର,ତିଥି- ପୂର୍ଣ୍ଣିମା ପ୍ରାତଃ ୦୬.୩୭ ଗତେ ପତିପ୍ରଦ,ଘାତଚନ୍ଦ୍ର- ତୁଳା ଓ କୁମ୍ଭ ରାଶିର ଅହୋରାତ୍ର,ଘାତବାର- ବୃଷ, ସିଂହ ଓ କନ୍ୟା ରାଶିର ପୁଷ୍କର ଦୋଷ- ୧ ପାଦ-କୃଷିହାନି-ଭୂମିଦାନ

Scorpio

ବିଛା

Saturday 22 Jun 2024

ବିଶାଖା- ପାରିବାରିକ ଜୀବନରେ ବୁଝାବଣା ନେଇ ତିକ୍ତତା ଦୂରେଇବାରେ ବନ୍ଧୁଙ୍କ ଅବଦାନ ଅବିସ୍ମରଣୀୟ ରହିବ । ରାଜନୈତିକ ଆଲୋଚନା କ୍ଷେତ୍ରରେ ଶୁଭଫଳ ପାଇବେ । ସତର୍କ ରୁହନ୍ତୁ ଆପଣଙ୍କ ବ୍ୟବହାରରେ ଶତ୍ରୁ ବୃଦ୍ଧି ହୋଇପାରନ୍ତି ।

ଅନୁରାଧା- ଛାତ୍ର ଛାତ୍ରି ମାନେ ପଢାରେ ଭଲ ସଫଳତା ଆଣିବେ । ରୁଣ କିମ୍ବା ଉଧାର ନେବା ଠାରୁ ଦୂରେଇ ରହିବା ଉଚିତ୍ । ଅଭାବ ଅନାଟନ ପାଇଁ ବ୍ୟୟ ସଂକୋଚନ ହେବ ।

ଜ୍ୟେଷ୍ଠା- ରାଜନୀତିରେ ଦୁଃସାହାସିକ ପଦକ୍ଷପ ନେବେ । ଖେଳାଳିଙ୍କ ପାଇଁ ଦିନଟି ବହୁତ ଭଲ ରହିବ । ଚାକିରିରେ ବଦଳି ହେବା ଦ୍ୱାରା ଅସୁବିଧାରେ ପଡି ପାରନ୍ତି ।

ପ୍ରତିକାର – ବଗଳା ମୂଖିଙ୍କର ପୂଜାର୍ଚ୍ଛନା କରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :