• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 22nd June 2024: ଏହି ରାଶିର ବ୍ୟକ୍ତି ଆଜି ଜମିବାଡି ସମସ୍ୟାରୁ ମୁକ୍ତି ପାଇବେ

ସୌର ବୃଷମାସ ଜ୍ୟେଷ୍ଠ କୃଷ୍ଣପକ୍ଷ । ଇଂରାଜୀରେ ୨୨ ତାରିଖ ଶନିବାର। ଚନ୍ଦ୍ର- ଧନୁ ଅହୋରାତ୍ର,ତିଥି- ପୂର୍ଣ୍ଣିମା ପ୍ରାତଃ ୦୬.୩୭ ଗତେ ପତିପ୍ରଦ,ଘାତଚନ୍ଦ୍ର- ତୁଳା ଓ କୁମ୍ଭ ରାଶିର ଅହୋରାତ୍ର,ଘାତବାର- ବୃଷ, ସିଂହ ଓ କନ୍ୟା ରାଶିର ପୁଷ୍କର ଦୋଷ- ୧ ପାଦ-କୃଷିହାନି-ଭୂମିଦାନ

Sagittarius

ଧନୁ

Saturday 22 Jun 2024

ମୂଳା- ନିଜର ଉଦାରତା ଓ ସହନଶୀଳତା ଗୁଣରୁ ସମସ୍ତଙ୍କର ଆଦରଣୀୟ ହେବେ । ପାରିବାରିକ କ୍ଷେତ୍ର ଗତାନୁଗତିକ ରୀତିରେ ଚାଲିବ । କର୍ମ କ୍ଷେତ୍ରରେ ଚିନ୍ତା କରିଥିବା କାମ ଗୁଡିକ ସହଜରେ ପୂରଣ ହେବ ।

ପୂ,ଷାଢା- ସନ୍ତାନଙ୍କ ଭାଗ୍ୟରେ ଏବଂ ଆର୍ଥିକ ସି୍ଥତି ଉନ୍ନତି ଦେଖାଦେବ । ସାମାଜିକ କାର୍ଯ୍ୟରେ ସଫଳତା ପାଇବେ । ଶିକ୍ଷାର୍ଥୀ ମାନଙ୍କ ପାଇଁ ଅଧ୍ୟୟନରେ ଆଗ୍ରହ ବଢିବ

ଉ,ଷାଢା-ଆକସ୍ମିକ ବିପଦ ଦେଖାଦେଇ ପାରେ । ସତର୍କତା ଅବଲମ୍ବନ ନକଲେ ପୈତୃକ ସମ୍ପତି ହସ୍ତାନ୍ତର ହୋଇପାରେ । ସଂଚାର କ୍ଷେତ୍ରରେ ବ୍ୟକ୍ତିଙ୍କୁ ଲାଭ ମିଳିବ ବିଭିନ୍ନ କାରଣକୁ ନେଇ ମାନସିକ ଅସ୍ଥିରତା ସୃଷ୍ଟି ହୋଇପାରେ।

ପ୍ରତିକାର – ଶ୍ରୀ ରାମଙ୍କୁ ଆରଧନା କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :