• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 22nd June 2024: ଏହି ରାଶିର ବ୍ୟକ୍ତି ଆଜି ଜମିବାଡି ସମସ୍ୟାରୁ ମୁକ୍ତି ପାଇବେ

ସୌର ବୃଷମାସ ଜ୍ୟେଷ୍ଠ କୃଷ୍ଣପକ୍ଷ । ଇଂରାଜୀରେ ୨୨ ତାରିଖ ଶନିବାର। ଚନ୍ଦ୍ର- ଧନୁ ଅହୋରାତ୍ର,ତିଥି- ପୂର୍ଣ୍ଣିମା ପ୍ରାତଃ ୦୬.୩୭ ଗତେ ପତିପ୍ରଦ,ଘାତଚନ୍ଦ୍ର- ତୁଳା ଓ କୁମ୍ଭ ରାଶିର ଅହୋରାତ୍ର,ଘାତବାର- ବୃଷ, ସିଂହ ଓ କନ୍ୟା ରାଶିର ପୁଷ୍କର ଦୋଷ- ୧ ପାଦ-କୃଷିହାନି-ଭୂମିଦାନ

Capricorn

ମକର

Saturday 22 Jun 2024

ଉ,ଷାଢା- ସ୍ୱାସ୍ଥ୍ୟରେ ସୁଧାର ସାଙ୍ଗକୁ ମାନସିକ ସି୍ଥରତା ଅକ୍ଷୁର୍ଣ୍ଣ ରହିବ । କର୍ମକ୍ଷେତ୍ରରେ ଦକ୍ଷତା ବୃଦ୍ଧି ସହ ସହକର୍ମୀ ସହନାଭୁତି ପ୍ରଦର୍ଶନ କରିବେ । ପିଲା ମାନଙ୍କ ସହିତ ହସଖୁସିରେ ସମୟ ବିତାଇବେ ।

ଶ୍ରବଣା- ପ୍ରସାସନିକ କ୍ଷେତ୍ରରେ ସାହାର‌୍ୟ୍ୟ ପାଇବେ । ପରକଥାକୁ ବିଶ୍ୱାସ କରି ହଇରାଣରେ ପଡିପାରନ୍ତି । ଆର୍ଥିକ ସହୟତା ପାଇ ଅଫିସରେ କାମ କରିନେବେ ।

ଧନିଷ୍ଠା- ଶିକ୍ଷାର୍ଥୀ ମାନେ ସଫଳତା ଦିଗକୁ ଗତି କରିବେ । କୋର୍ଟକଚେରୀ ମାମଲାରେ ଚିନ୍ତାରେ ରହିବେ । କୌଣସି କାର‌୍ୟ୍ୟରେ ମଧ୍ୟସ୍ତି କରନ୍ତୁ ନାହିଁ ।

ପ୍ରତିକାର – ମା ମଙ୍ଗଳା ପୂଜା ସହିତ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :