• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 22nd March 2023: ଏହି ରାଶିର ବ୍ୟକ୍ତିଙ୍କର ଆଜି ଚାକିରି କ୍ଷେତ୍ରରେ ସନ୍ତୋଷ ଜନକ ଫଳ ମିଳିପାରେ

ସୌର ମୀନ ମାସ ଚୈତ୍ର ଶୁକ୍ଲପକ୍ଷ । ଇଂରାଜୀରେ ୨୨ ତାରିଖ ବୁଧବାର । ଚନ୍ଦ୍ର – ମୀନ ଅହୋରାତ୍ର,ତିଥି – ପ୍ରତିପାଦ ରାତ୍ରି ୦୮.୨୧ ଗତେ ୨ୟା ଘାତ ଚନ୍ଦ୍ର – ଧନୁ ଅହୋରାତ୍ର,ଘାତ ବାର- କର୍କଟ,ପୁଷ୍କର ଦୋଷ – ରାତ୍ରି ୦୮.୨୧ ଗତେ ୧ ପାଦ- ପଶୁସମ୍ପଦ ନାଶ- ଅନ୍ନଦାନ ।

Taurus

ବୃଷ

Wednesday 22 Mar 2023

କୃତିକା - ହଠାତ୍ କୈାଣସି ରୋଗ ଦେଖା ଦେଇପାରେ । ପ୍ରେମ ମନ ଭାବନାରେ ହଠାତ୍ ଆଶୁଥିବା ପରିବର୍ତନ ଆପଣଙ୍କୁ ନିରାଶ କରିପାରେ । ଆପଣ ବହୁରାଷ୍ଟ୍ରୀୟ କମ୍ପାନୀରେ ଚାକିରି ପାଇଁ ଆବେଦନ କରି ସେଥିରେ ନିଶ୍ଚିନ୍ତ ଭାବରେ ସଫଳତା ପାଇବେ ।

ରୋହିଣୀ – ପିତା ମାତାଙ୍କ ସହିତ ସାମାନ୍ୟ ମନମାଳିନ୍ୟ ଦେଖାଦେଇପାରେ । ଯେଉଁମାନେ ବିଦେଶୀ ବିଶ୍ୱବିଦ୍ୟାଳୟରେ ପଢିବାକୁ ଇଚ୍ଛା କରୁଛନ୍ତି ,ସେମାନେ ଆଡମିଶନ୍ ପାଇ ପାରିବେ । ରାଜନୀତି କ୍ଷେତ୍ରରେ ଧୈର‌୍ୟ୍ୟ ଓ ସହନଶୀଳତା ଯୋଗେ ଯଶ ମିଳିବ ।

ମୃଗଶିରା – ଗୁପ୍ତ ଶତୃ ପରାଜିତ ହୋଇପାରନ୍ତି । ଜାଗା, ଜମି ଓ ଯାନବାହାନ କ୍ରୟ କରିବାର ସୁବିଧା ପାଇବେ । ମହିଳା ମାନେ ସହନଶୀଳତା ଦେଖାଇବେ ।

ପ୍ରତିକାର – ଶ୍ୱେତଚନ୍ଦନ କର୍ପୂର ମିଶେଇ ମସ୍ତକରେ ଧାରଣ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :