• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 22nd March 2023: ଏହି ରାଶିର ବ୍ୟକ୍ତିଙ୍କର ଆଜି ଚାକିରି କ୍ଷେତ୍ରରେ ସନ୍ତୋଷ ଜନକ ଫଳ ମିଳିପାରେ

ସୌର ମୀନ ମାସ ଚୈତ୍ର ଶୁକ୍ଲପକ୍ଷ । ଇଂରାଜୀରେ ୨୨ ତାରିଖ ବୁଧବାର । ଚନ୍ଦ୍ର – ମୀନ ଅହୋରାତ୍ର,ତିଥି – ପ୍ରତିପାଦ ରାତ୍ରି ୦୮.୨୧ ଗତେ ୨ୟା ଘାତ ଚନ୍ଦ୍ର – ଧନୁ ଅହୋରାତ୍ର,ଘାତ ବାର- କର୍କଟ,ପୁଷ୍କର ଦୋଷ – ରାତ୍ରି ୦୮.୨୧ ଗତେ ୧ ପାଦ- ପଶୁସମ୍ପଦ ନାଶ- ଅନ୍ନଦାନ ।

Aquarius

କୁମ୍ଭ

Wednesday 22 Mar 2023

ଧନିଷ୍ଠା – ରୋଗ ସାମୟିକ ହେଲେ ମଧ୍ୟ, ସାଧାରଣ ଭାବେ ଶାରୀରିକ ଅବସ୍ଥା ଭଲ ରହିବ । ପରିବାରର ସମପର୍କୀୟଙ୍କ କୈାଣସି ଘଟଣା ଯୋଗୁଁ ବ୍ୟତିବ୍ୟସ୍ତ ହୋଇଯିବେ । ନୂଆ ଲକ୍ଷ ପୂରଣ କରିବା ପାଇଁ ସାହାର‌୍ୟ୍ୟ ସହଯୋଗ ମିଳିବ ।

ଶତଭିଷା – କେତେକ ନୂତନ ସୁଯୋଗ ସହିତ ଅର୍ଥଲାଭ ସୁଯୋଗ ମିଳିବ । ରାଜନୀତି କ୍ଷେତ୍ରରେ ବେଶ୍ ଆନନ୍ଦ ଅନୁଭବ କରିବେ । ଚାକିରୀ କ୍ଷେତ୍ରରେ ମହିଳା ମାନେ କେତେକ ସୁବିଧା ସୁଯୋଗ ଲାଭ କରିବେ ।

ପୂ , ଭାଦ୍ରପଦ – ଶିକ୍ଷାକ୍ଷେତ୍ରରେ ଆଶାଜନକ ଭାବେ ଫଳ ପାଇବେ । ଜେଲରୁ ଜାମିନ୍ ମିଳିପାରେ । ଆଶାଜନକ ଦିଗରୁ ଅର୍ଥାଗମରେ ସୁବିଧା ଘଟିପାରେ ।

ପ୍ରତିକାର – ବିଷ୍ଣୁଙ୍କ ପାଖରେ ତୁଳସୀ ଅର୍ପଣ କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :