• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 22nd March 2023: ଏହି ରାଶିର ବ୍ୟକ୍ତିଙ୍କର ଆଜି ଚାକିରି କ୍ଷେତ୍ରରେ ସନ୍ତୋଷ ଜନକ ଫଳ ମିଳିପାରେ

ସୌର ମୀନ ମାସ ଚୈତ୍ର ଶୁକ୍ଲପକ୍ଷ । ଇଂରାଜୀରେ ୨୨ ତାରିଖ ବୁଧବାର । ଚନ୍ଦ୍ର – ମୀନ ଅହୋରାତ୍ର,ତିଥି – ପ୍ରତିପାଦ ରାତ୍ରି ୦୮.୨୧ ଗତେ ୨ୟା ଘାତ ଚନ୍ଦ୍ର – ଧନୁ ଅହୋରାତ୍ର,ଘାତ ବାର- କର୍କଟ,ପୁଷ୍କର ଦୋଷ – ରାତ୍ରି ୦୮.୨୧ ଗତେ ୧ ପାଦ- ପଶୁସମ୍ପଦ ନାଶ- ଅନ୍ନଦାନ ।

Pisces

ମୀନ

Wednesday 22 Mar 2023

ପୂ , ଭାଦ୍ରପଦ - ସ୍ୱାସ୍ଥ୍ୟରେ ଉନ୍ନତି ପରିଲଖିତ ହେବ । ଦୂରେଇ ଯାଇଥିବା ବନ୍ଧୁମାନେ ପୁଣି ନିକଟବର୍ତୀ ହେବେ । ନୂଆ ଜ୍ଞାନର ବୃଦ୍ଧି ହେତୁ ପ୍ରଚୁର ଧନଲାଭ ହେବ । ଦାମ୍ପତ୍ୟ ଜୀବନରେ କିଛିଟା ବ୍ୟତିକ୍ରମ ଦେଖା ଦେଇପାରେ ।

ଉ , ଭଦ୍ରପଦ - ସମ୍ପର୍କୀୟ ମାନଙ୍କର ସାହାର୍ଯ୍ୟ ପାଇବା କାରଣରୁ ଆର୍ଥିକ ଉନ୍ନତି ପାଇପାରିବେ । ରାଜନୈତିକ କ୍ଷେତ୍ରରେ ସାମାଜିକ ସ୍ଥିତି ବଜାୟ ରହିବ । ଛାତ୍ରଛାତ୍ରୀ ମାନେ ଉଚ୍ଚଶିକ୍ଷା ଲାଭ ପାଇଁ ପ୍ରସ୍ତୁତ ହେବେ ।

ରେବତୀ – ଚାକିରି କ୍ଷେତ୍ରରେ ସ୍ଥାନ ପରିବର୍ତନ ହେବା ସହ ବିଭିନ୍ନ ପ୍ରକାର ସମସ୍ୟାର ସମ୍ମଖୀନ ହୋଇପାରନ୍ତି । ଅନେକ ସୂତ୍ରରୁ କିଛି ଧନ ସମ୍ପତି ପାଇବାର ଯୋଗ ଅଛି । ମହିଳା ମାନେ ଟିକେ ମାନସିକ ଚାପରେ ରହିବେ

ପ୍ରତିକାର – ପଶୁ,ପକ୍ଷୀ ମାନଙ୍କୁ କିଛି ଖାଇବାକୁ ଦିଅନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :