• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 22nd March 2023: ଏହି ରାଶିର ବ୍ୟକ୍ତିଙ୍କର ଆଜି ଚାକିରି କ୍ଷେତ୍ରରେ ସନ୍ତୋଷ ଜନକ ଫଳ ମିଳିପାରେ

ସୌର ମୀନ ମାସ ଚୈତ୍ର ଶୁକ୍ଲପକ୍ଷ । ଇଂରାଜୀରେ ୨୨ ତାରିଖ ବୁଧବାର । ଚନ୍ଦ୍ର – ମୀନ ଅହୋରାତ୍ର,ତିଥି – ପ୍ରତିପାଦ ରାତ୍ରି ୦୮.୨୧ ଗତେ ୨ୟା ଘାତ ଚନ୍ଦ୍ର – ଧନୁ ଅହୋରାତ୍ର,ଘାତ ବାର- କର୍କଟ,ପୁଷ୍କର ଦୋଷ – ରାତ୍ରି ୦୮.୨୧ ଗତେ ୧ ପାଦ- ପଶୁସମ୍ପଦ ନାଶ- ଅନ୍ନଦାନ ।

Gemini

ମିଥୁନ

Wednesday 22 Mar 2023

ମୃଗଶିରା - ରୋଗି ମାନଙ୍କ ଅସୁସ୍ଥତା କମି ଯାଇପାରେ । ଭାଗ୍ୟ ଆପଣଙ୍କୁ ବହୁତ ସମର୍ଥନ କରିବ ଓ କାର‌୍ୟ୍ୟ ଅବସ୍ଥା ଅନୁକୂଳ ହେବ । ପାରିବାରିକ ପରିବେଶ ଅତ୍ୟନ୍ତ ଆନନ୍ଦଦାୟକ ହେବ ।

ଆଦ୍ରା – ଚାକିରି କ୍ଷେତ୍ରରେ ସନ୍ତୋଷ ଜନକ ଫଳ ମିଳିପାରେ । ସାମାଜିକ କ୍ଷେତ୍ରରେ ଆପଣଙ୍କର କାର‌୍ୟ୍ୟକଳାପ ବୃଦ୍ଧି ପାଇବ । ଉଚ୍ଚଶିକ୍ଷା ପ୍ରତିଷ୍ଠା ପଥରେ ଆସୁଥିବା ପ୍ରତିବନ୍ଧକ ଗୁଡିକ ହଟିଯିବ ।

ପୁନର୍ବସୁ - ଦୂର ଜାଗାକୁ ସ୍ଥାନାନ୍ତର ହେଲେ ମଧ୍ୟ ସମ୍ମାନ ଓ ପଦବୀରେ ଉନ୍ନତି ଆସିବ । ପୁରୁଣା ଋଣ ପରିଶୋଧ କରିବେ । ଗୃହିଣୀ ମାନଙ୍କ ପାଇଁ ଦିନଟି ଶୁଭପ୍ରଦ ରହିବ ।

ପ୍ରତିକାର – ସବୁଜ ରଙ୍ଗର ରୁମାଲଟିଏ ପାଖରେ ରଖନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :