• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 22nd March 2023: ଏହି ରାଶିର ବ୍ୟକ୍ତିଙ୍କର ଆଜି ଚାକିରି କ୍ଷେତ୍ରରେ ସନ୍ତୋଷ ଜନକ ଫଳ ମିଳିପାରେ

ସୌର ମୀନ ମାସ ଚୈତ୍ର ଶୁକ୍ଲପକ୍ଷ । ଇଂରାଜୀରେ ୨୨ ତାରିଖ ବୁଧବାର । ଚନ୍ଦ୍ର – ମୀନ ଅହୋରାତ୍ର,ତିଥି – ପ୍ରତିପାଦ ରାତ୍ରି ୦୮.୨୧ ଗତେ ୨ୟା ଘାତ ଚନ୍ଦ୍ର – ଧନୁ ଅହୋରାତ୍ର,ଘାତ ବାର- କର୍କଟ,ପୁଷ୍କର ଦୋଷ – ରାତ୍ରି ୦୮.୨୧ ଗତେ ୧ ପାଦ- ପଶୁସମ୍ପଦ ନାଶ- ଅନ୍ନଦାନ ।

Cancer

କର୍କଟ

Wednesday 22 Mar 2023

ପୁନର୍ବସୁ – କୈାଣସି ରୋଗରେ ସାମାନ୍ୟ କଷ୍ଟ ପାଇ ପାରନ୍ତି । ଯୋଗାଯୋଗ ଅଭାବ ହେତୁ ସମ୍ପର୍କୀୟଙ୍କ ମଧ୍ୟରେ ଦୂରତା ରହିପାରେ । ବ୍ୟବସାୟ ସମ୍ବନ୍ଧରେ ବଡ ଚୁକ୍ତି ହୋଇପାରେ । ପାରିବାରିକ କ୍ଷେତ୍ରରେ ଆତ୍ମସନ୍ତୋଷ ଲାଭ ହେବ ।

ପୁଷ୍ୟା – ଆପଣ କେତେକ ନୂତନ ଦ୍ରବ୍ୟ କ୍ରୟ କରି ପାରନ୍ତି । ପ୍ରେମିକ, ପ୍ରେମିକା ମାନଙ୍କ ପାଇଁ ସୁଖକର ହେବ । ଅଫିସ୍ରେ ଆପଣଙ୍କର ପଦୋନ୍ନତି ବିଷୟରେ ଆଲୋଚନା କରିପାରନ୍ତି । ବିଦ୍ୟା କ୍ଷେତ୍ରରେ ପ୍ରଂଶସା ପାଇବେ ।

ଅଶ୍ଳେଷା – ସରକାରୀ କ୍ଷେତ୍ରରେ ମନୋନୀତ ସ୍ଥାନକୁ ସ୍ଥାନାନ୍ତରିତ ହୋଇପାରେ । ଟଙ୍କା କାରବାରକୁ ନେଇ ଅନେକ ସୁବିଧା ପାଇବେ । ମହିଳା ମାନେ ଗୃହୋପକରଣ କ୍ରୟ କରିବେ ।

ପ୍ରତିକାର – ମିଠା ଦହି ଖାଇ ଘରୁ ବାହାରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :