• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 22nd March 2023: ଏହି ରାଶିର ବ୍ୟକ୍ତିଙ୍କର ଆଜି ଚାକିରି କ୍ଷେତ୍ରରେ ସନ୍ତୋଷ ଜନକ ଫଳ ମିଳିପାରେ

ସୌର ମୀନ ମାସ ଚୈତ୍ର ଶୁକ୍ଲପକ୍ଷ । ଇଂରାଜୀରେ ୨୨ ତାରିଖ ବୁଧବାର । ଚନ୍ଦ୍ର – ମୀନ ଅହୋରାତ୍ର,ତିଥି – ପ୍ରତିପାଦ ରାତ୍ରି ୦୮.୨୧ ଗତେ ୨ୟା ଘାତ ଚନ୍ଦ୍ର – ଧନୁ ଅହୋରାତ୍ର,ଘାତ ବାର- କର୍କଟ,ପୁଷ୍କର ଦୋଷ – ରାତ୍ରି ୦୮.୨୧ ଗତେ ୧ ପାଦ- ପଶୁସମ୍ପଦ ନାଶ- ଅନ୍ନଦାନ ।

Leo

ସିଂହ

Wednesday 22 Mar 2023

ମଘା – ଦୁର୍ଘଟଣାର ବିଶେଷ ଭୟ ନାହିଁ, ତଥାପି ସାବଧାନ ରୁହନ୍ତୁ । ନୂଆ ନୂଆ ଲୋକଙ୍କ ସହ ସମ୍ପର୍କ ସ୍ଥାପନ କରିବେ । ବିଦେଶରେ କାମ କରୁଥିବା ଲୋକମାନେ ପଦୋନ୍ନତି ପାଇ ପାରିବେ । ପରିବାରରେ ହସ ଖୁସିର ପରିବେଶ ରହିବ ।

ପୂ , ଫାଲଗୁନୀ – ବ୍ୟବସାୟରେ ଉନ୍ନତି ସହିତ ଅନେକ ସୁବିଧା ସୁଯୋଗ ପ୍ରାପ୍ତି ହେବ । ପୋଲିସ୍ ଓ ଟିକସ କର୍ମଚାରୀ ମାନଙ୍କ ଠାରୁ ଆକସ୍ମିକ ସମସ୍ୟାର ସମ୍ମୁଖୀନ ହୋଇପାରନ୍ତି । କ୍ୟାରିୟରରେ ଭଲ ଫଳାଫଳ ପାଇବେ ।

ଉ ,ଫାଲଗୁନୀ – କର୍ମକ୍ଷେତ୍ରରେ ଉଚ୍ଚ କର୍ମକର୍ତାଙ୍କ ସହିତ ମତାନ୍ତର ଫଳରେ ସେମାନେ ଆପଣଙ୍କୁ ବିରୁଦ୍ଧାଚରଣ କରିବେ । ସମସ୍ତ ବାଧାକୁ ସଂଘର୍ଷ କରି ଆଗକୁ ବଢିପାରିବେ । ମହିଳା ମାନଙ୍କର କାହା ସହିତ ତାଳମେଳ ରହିବ ନାହିଁ ।

ପ୍ରତିକାର – ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ ଥୋଇ ପ୍ରଣାମ କରନ୍ତୁ

ଶୁଭ ରଙ୍ଗ :ନାରଙ୍ଗୀ

ଶୁଭ ସଂଖ୍ୟା :