ସୌର ମୀନ ମାସ ଚୈତ୍ର ଶୁକ୍ଲପକ୍ଷ । ଇଂରାଜୀରେ ୨୨ ତାରିଖ ବୁଧବାର । ଚନ୍ଦ୍ର – ମୀନ ଅହୋରାତ୍ର,ତିଥି – ପ୍ରତିପାଦ ରାତ୍ରି ୦୮.୨୧ ଗତେ ୨ୟା ଘାତ ଚନ୍ଦ୍ର – ଧନୁ ଅହୋରାତ୍ର,ଘାତ ବାର- କର୍କଟ,ପୁଷ୍କର ଦୋଷ – ରାତ୍ରି ୦୮.୨୧ ଗତେ ୧ ପାଦ- ପଶୁସମ୍ପଦ ନାଶ- ଅନ୍ନଦାନ ।
ଉ , ଫାଲଗୁନୀ – ବାହାରେ ଖାଦ୍ୟ ଖାଇବା ଠାରୁ ଦୂରରେ ରୁହନ୍ତୁ । ଜୀବନ ସାଥିଙ୍କୁ ପ୍ରତ୍ୟେକ ଅସୁବିଧାରୁ ରକ୍ଷା କରିବାକୁ ଚେଷ୍ଟା କରିବେ । କର୍ମ କ୍ଷେତ୍ରରେ ପରିଶ୍ରମ ଓ ମେହନତର ପରିମାଣ ମିଳିବ ।
ହସ୍ତା – ବ୍ୟବସାୟୀ ମାନେ ବିନା ପରିଶ୍ରମରେ ଅଧିକ ଲାଭବାନ୍ ହେବେ । କଳା ଓ ସାହିତ୍ୟ କ୍ଷେତ୍ରରେ ଆଗ୍ରହ ବଢିବ । ସାମାଜିକ ଭାବମୂର୍ତି ସୁରକ୍ଷା ହେବ । ଚାକିରି କ୍ଷେତ୍ରରେ ପଦୋନ୍ନତି ହୋଇପାରେ ।
ଚିତ୍ରା – ଛାତ୍ରଛାତ୍ରି ମାନେ ଆଶାଜନକ ଫଳ ପାଇ ପାରିବେ ନାହିଁ । ଶତୃମାନେ ମିତ୍ରପରି ବ୍ୟବହାର କରିବେ । ମହିଳା ମାନେ ଆଧାର୍ମିକ ଦିଗରେ ମନ ଦେବେ । ପଇସାପତ୍ର ଅଭାବକୁ ନେଇ ସାମାନ୍ୟ ସମସ୍ୟା ଦେଖାଦେଇପାରେ ।
ପ୍ରତିକାର - ହରିଡା ଚନ୍ଦନ ମୁଣ୍ଡରେ ଲଗାନ୍ତୁ
ଶୁଭ ରଙ୍ଗ :ସବୁଜ
ଶୁଭ ସଂଖ୍ୟା :୫